Posted inଫୁରସତ

ଅର୍ଦ୍ଧ ଗୋଲାକାର ନୁହେଁ ଇନ୍ଦ୍ରଧନୁ, ଭିଡିଓ ଦେଖିଲେ ଦୂର ହେବ ଦ୍ୱନ୍ଦ୍ୱ

ଫଟୋ ହେଉ କି ବାସ୍ତବ। ଇନ୍ଦ୍ରଧନୁ ନିଶ୍ଚିତ ଦେଖିଥିବେ ତେବେ ଏହା ଅର୍ଦ୍ଧ ଗୋଲାକାର ଭାବେ ଦେଖିଥିବେ। କିନ୍ତୁ ଜାଣନ୍ତି କି ପ୍ରକୃତରେ ଇନ୍ଦ୍ରଧନୁ ଏକ ଅର୍ଦ୍ଧ ବୃତ୍ତ ନୁହେଁ ବରଂ ଏହା ଏକ ସମ୍ପୂର୍ଣ୍ଣ ବୃତ୍ତ। ନିମ୍ନରେ ଥିବା ଭିଡିଓ ଦେଖିଲେ ହିଁ ସ୍ପଷ୍ଟ ହୋଇପାରିବେ।

ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପୂରା ଇନ୍ଦ୍ରଧନୁ ଦେଖିବାକୁ ମିଳିଛି। ଏହି ଇନ୍ଦ୍ରଧନୁଟି ଏତେ ସୁନ୍ଦର ଦେଖାଯାଉଛି। ଲୋକେ ଏହାକୁ ପ୍ରଶଂସାରେ କରିବାରେ ଟିକେ ବି ହେଳା କରୁନାହାନ୍ତି। ଓ୍ବାଣ୍ଡର ଅଫ ସାଇନ୍ସ ନାମକ ଆକାଉଣ୍ଟରେ ଏହି ଭିଡିଓ ଶେୟାର କରାଯାଇଛି। ଭିଡିଓଟି ଏକ କୋଠାର ଉପର ମହଲାରୁ ନିଆଯାଇଛି। ଏହି ବୃତ୍ତ ସମୁଦ୍ର ଉପରେ ଏବଂ କୂଳରେ ନିର୍ମିତ ଅଟ୍ଟାଳିକା ମାଧ୍ୟମରେ ଦେଖିବାକୁ ମିଳିଛି। ।

ବର୍ତ୍ତମାନ ଭିଡିଓରେ ଗୋଲାକାର ଇନ୍ଦ୍ରଧନୁ ଦେଖିଲେ ଆପଣଙ୍କ ମନରେ ପ୍ରଶ୍ନ ଉଠିପାରେ ଯଦି ଇନ୍ଦ୍ରଧନୁ ଗୋଲାକାର ତେବେ ଆମେ କାହିଁକି ଅଧା ଦେଖୁ। ଏକ ଓ୍ବେବ୍‌ସାଇଟରେ ଉତ୍ତର ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ଆମେ ଇନ୍ଦ୍ରଧନୁର ସମ୍ପୂର୍ଣ୍ଣ ବୃତ୍ତିକୁ ଦେଖୁନାହୁଁ କାରଣ ବେଳେବେଳେ ଏହା ପର୍ବତ ପଛରେ ଲୁଚି ରହିଥାଏ। ଏହି କାରଣରୁ ଏହା ସମ୍ପୂର୍ଣ୍ଣ ଦୃଶ୍ୟମାନ ହୁଏ ନାହିଁ । ଏହି ଭାଇରାଲ ଭିଡିଓରେ ଦେଖାଯାଇଥିବା ପୂରା ଜିନିଷ ଦେଖିବାକୁ ଆପଣଙ୍କୁ ଏକ ଉଚ୍ଚତାରେ ଉପସ୍ଥିତ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri