Posted inଖେଳ

ଜାତିଆଣ ଆକ୍ଷେପ ମାମଲା: କ୍ଷମା ମାଗିଲେ ସ୍ପାନିଶ୍‌ ଲିଗ୍‌ ସଭାପତି

ମାଡ୍ରିଡ୍‌,୨୫ା୫: ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଫରଓ୍ବାର୍ଡ ଖେଳାଳି ଭିନିସିୟସ୍‌ ଜୁନିୟରଙ୍କ ଜାତିଆଣ ଆକ୍ଷେପ ମାମଲାରେ କ୍ଷମାପ୍ରାର୍ଥନା କରିଛନ୍ତି ସ୍ପାନିଶ ଲିଗ୍‌ ସଭାପତି ଜାଭିଏର ଟେବାସ୍‌। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ମଷ୍ଟାଲ୍ଲା ଷ୍ଟାଡିୟମରେ ଜାତିଆଣ ଆକ୍ଷେପ ହେବା ପରେ ଇନ୍‌ଷ୍ଟାଗ୍ରାମ ଓ ଟୁଇଟରରେ ସେ ଏହାକୁ ନେଇ ଏକ ଭିଡିଓ ମଧ୍ୟ ପୋଷ୍ଟ କରିଥିଲେ। ଏପରିକି ୪ ବର୍ଷ ମଧ୍ୟରେ ୯ ଥର ଜାତିଆଣ ଆକ୍ଷେପର ଶିକାର ହେବାକୁ ପଡିଥିବା ସେ କହିଛନ୍ତି। ସ୍ପାନିଶ୍‌ ଲିଗ୍‌ରେ ଜାତିଆଣ ଆକ୍ଷେପକୁ ସମର୍ଥନ କରାଯାଉଥିବା ନେଇ ସେ ଅଭିଯୋଗ ଆଣିବା ପରେ ଏହା ଉପରେ ଟେବାସ୍‌ ପ୍ରତିକ୍ରିୟା ରଖିଥିଲେ। ସ୍ପାନିଶ୍‌ ଲିଗ୍‌କୁ ବଦନାମ କରିବାର କୌଣସି ଅଧିକାର ଭିନିସିୟସଙ୍କର ନାହିଁ। ଅନ୍ୟପକ୍ଷେ ଭିନିସିୟସଙ୍କ ପ୍ରତି ସମର୍ଥନର ସୁଅ ଛୁଟିବା ପରେ ଟେବାସ୍‌ କ୍ଷମା ପ୍ରାର୍ଥନା କରିଛନ୍ତି। ଏକ ସାକ୍ଷାତକାର ଅବସରରେ ସେ ନିଜ ମନ୍ତବ୍ୟକୁ ନେଇ ଦୁଃଖିତ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri