ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’

ମୁମ୍ବାଇ,୧୮।୧୨: ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’ । କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍‌ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।

ଭାରତରେ ଏହି ଚଳଚ୍ଚିତ୍ରକୁ ବହୁତ ପସନ୍ଦ କରାଯାଇଥିଲା। ଏହି ଛୋଟ ବଜେଟ ଚଳଚ୍ଚିତ୍ର ମଧ୍ୟ ବକ୍ସ ଅଫିସରେ ବହୁତ ଟଙ୍କା ରୋଜଗାର କରିଥିଲା । କିନ୍ତୁ ‘ଲାପତା ଲେଡିଜ୍‌’ ଏହି ବର୍ଗରେ ମନୋନୀତ ୧୫ ଟି ଚଳଚ୍ଚିତ୍ର ମଧ୍ୟରେ ମଧ୍ୟ ନିଜର ସ୍ଥାନ ପାଇପାରନାହିଁ। ଭାରତର ଭରସା ଭାଙ୍ଗି ଯାଇଛି। ଗତକାଲି Academy of Motion Picture Arts and Sciences ପକ୍ଷରୁ ପରବର୍ତ୍ତୀ ରାଉଣ୍ଡ ପାଇଁ ୧୫ ଫିଲ୍ମର ନାମ ଘୋଷଣା କରାଯାଇଥିଲା। ଏଥିରେ ‘ଲାପତା ଲେଡିଜ୍‌’ ନାଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri