Posted inଫୁରସତ

ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

  ସ୍ବାସ୍ଥ୍ୟ ସେବାରେ ଅଭାବନୀୟ ଘଟଣା। ୟୁଟ୍ୟୁବ୍‌ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା ।  ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି କରୁଛନ୍ତି ଇସିଜି । ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ରାଜସ୍ଥାନର ଯୋଧପୁରରୁ ସାମ୍ନାକୁ ଆସିଛି।
ସରକାରୀ ଡାକ୍ତରଖାନାର ଜଣେ ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି ରୋଗୀଙ୍କ ଇସିଜି କରୁଥିବା ଦେଖିବାକୁ ମିଳିଛି । ଏହି ଭିଡିଓ ଭାଇରାଲ ହେବାପରେ ଲୋକ ଅସନ୍ତୋଷ ବ୍ୟକ୍ତ କରିବା ସହିତ ରୋଗୀଙ୍କ ଜୀବନ ସହିତ ଖେଳୁଥିବା ଲ୍ୟାବ ଆଟେଣ୍ତାଣ୍ଟ ଓ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।
ତେବେ ସରକାରୀ ଡାକ୍ତରଖାନାରେ ଜଣେ ଲ୍ୟାବ ଆଟେଣ୍ତାଣ୍ଟକୁ ଏଭଳି ଇସିଜି କରୁଥିବା ଦେଖି ରୋଗୀଙ୍କ ସମ୍ପର୍କୀୟ  କାରଣ ପଚାରିବାରୁ ସେ କହିଥିଲେ, ‘ଦୀପାବଳି ପାଇଁ ଲ୍ୟାବ ଟେକନିସିଆନ ଛୁଟିରେ ଅଛନ୍ତି । ହସ୍ପିଟାଲରେ କର୍ମଚାରୀ ବି କମ୍‌ ଅଛନ୍ତି ସେଥିପାଇଁ ସେ  ୟୁଟ୍ୟୁବ ଦେଖି ଇସିଜି କରିବାକୁ ଉଦ୍ୟମ କରଥିବା କହିଥିଲେ ପୂର୍ବରୁ ବି ଅନେକ ରୋଗୀଙ୍କ ଏଭଳି ଭାବେ ଇସିଜି କରିଛି ।’
https://x.com/BhawaniSinghjpr/status/1852744880935571906?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1852744880935571906%7Ctwgr%5Eaa76a679207a25e708afe972ae7ad464ef76635d%7Ctwcon%5Es1_&ref_url=https%3A%2F%2Fotvkhabar.in%2Fnews%2Fnational%2Fjodhpur-lab-attendant-performs-ecg-on-patient-while-watching-youtube-tutorial%2F138674
ଏହି ଘଟଣାର ଭିଡିଓ ସାମ୍ନାକୁ ଆସିବା ପରେ  ହସ୍ପିଟାଲର ଅଧ୍ୟକ୍ଷ ବି.ଏସ ଯୋଦ୍ଧା କହିଛନ୍ତି, ‘ ମୁଁ ନିଜେ ଶୁକ୍ରବାର ସକାଳେ ହସ୍ପିଟାଲରେ ଥିଲି । ହସ୍ପିଟାଲରେ କେଣସି କର୍ମଚାରୀଙ୍କ ଅଭାବ ନଥିଲା । ଏହି ଭିଡିଓ କେଉଁଠୁ ଆସିଛି ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ଯାହାର ଭୁଲ ଥିବ କର୍ଯ୍ୟାନୁଷ୍ଠାନ ନିଆଯିବ ।

https://x.com/Zinda_Avdhesh/status/1852285773967773801?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1852285773967773801%7Ctwgr%5Eaa76a679207a25e708afe972ae7ad464ef76635d%7Ctwcon%5Es1_&ref_url=https%3A%2F%2Fotvkhabar.in%2Fnews%2Fnational%2Fjodhpur-lab-attendant-performs-ecg-on-patient-while-watching-youtube-tutorial%2F138674


Enter your email to get our daily news in your inbox.

All Right Reserved By Dharitri.Com

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର ଏକ…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?