ଭୁବନେଶ୍ୱରରେ ନିଆରା ଫ୍ୟାଶନ୍‌ ଶୋ ଲାବଣ୍ୟବତୀ

ଭୁବନେଶ୍ୱର,୨୯ା୭: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ ଫିକି ଫ୍ଲୋ ଭୁବନେଶ୍ୱର ଚାପ୍ଟରର ମିଳିତ ସହଯୋଗରେ ଏକ ନିଆରା ଫ୍ୟାଶନ୍‌ ଶୋ ଲାବଣ୍ୟବତୀ (ହସ୍ତତନ୍ତର କବିତା) ଭୁବନେଶ୍ୱରର ଏକ ଘରୋଇ ହୋଟେଲଠାରେ ଆୟୋଜିତ ହୋଇଯାଇଛି। ଏପରିକି ଆମ ଅସ୍ମିତା ଆମ ଗର୍ବ, ଆମ ଗୌରବ’ଶୀର୍ଷକ (ଥିମ୍‌)ରେ ଆୟୋଜିତ ଏହି ଅନନ୍ୟ କାର୍ଯ୍ୟକ୍ରମକୁ ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ତଥା ସମନ୍ବୟ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ସେହିଭଳି ସମ୍ମାନିତ ଅତିଥି ଭାବେ ଜଗନ୍ନାଥ ସଂସ୍କୃତି ଗବେଷକ, ପ୍ରବକ୍ତା ତଥା ପୁରୀ ଗୋବର୍ଦ୍ଧନମଠର ଉପଦେଷ୍ଟା ପଣ୍ଡିତ ମାତୃପ୍ରସାଦ ମିଶ୍ର, ରୁଚି ଫୁଡ଼୍‌ଲାଇନ୍‌ର ପରିଚାଳନା ନିର୍ଦ୍ଦେଶକ ଡ.ଶରତ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଫ୍ଲୋ ଭୁବନେଶ୍ୱରର ଅଧ୍ୟକ୍ଷା ରଶ୍ମି ସାହୁ ସ୍ବାଗତ ସମ୍ଭାଷଣ ସହ ଶୋ’ର ଆଭିମୁଖ୍ୟ ବିଷୟରେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନପ୍ରାନ୍ତରୁ ଆସିଥିବା ବୁଣାକାର ଯଥା ସୋନପୁର କ୍ଲଷ୍ଟରର ଗୀତା ମେହର, ଭାଗୀରଥି ମହେର, ଗ୍ୟାବ୍‌ଜୋର କ୍ଲଷ୍ଟରର ସଂଗୀତା ମେହେର, ଭୁବନେଶ୍ୱର ମେହେର, ଖୋଟପାଡ଼ କ୍ଲଷ୍ଟ୍‌ର୍‌ର ପ୍ରହଲ୍ଲାଦ ମହନ୍ତ ଓ ଛବି ଆଦିଙ୍କୁ ଫିକି ପକ୍ଷରୁ ଅର୍ଥ ରାଶି, ଉପଢୌକନ ଓ ଫଳକ ଦେଇ ମନ୍ତ୍ରୀ ସମ୍ମାନୀତ କରିଥିଲେ। ସେହିପରି ସଂଧ୍ୟ୍ୟାରେ ରିମିଲି ଷ୍ଟୁଡ଼ିଓ, ଅରେଞ୍ଜ୍‌ ଷ୍ଟ୍ରିମ୍‌, ଲେବଲ୍‌ ବାହାର୍‌, ଗ୍ୟାଲାଙ୍ଗ୍‌ ଗବାନ୍‌, ସୋଲ୍‌ ବୟ ଇଣ୍ଡିଆନ୍‌ ଏବଂ କିମ୍ବଦନ୍ତୀ ଆଦି ପ୍ରସ୍ତୁତ କରିଥିବା ବେଳେ ଆଡ଼ିକ୍ସନ୍‌ ଟିମ୍‌ର ମୁଖ୍ୟ ଜନ୍‌ ଅଜୟଙ୍କ ନିର୍ଦ୍ଦେଶନାରେ ଓଡ଼ିଶାର ୧୪ ଝିଅ ଓ ୬ ପୁଅ ମଡ଼େଲ ର଼୍ୟାମ୍ପ୍‌ ୱାକ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri