ଗଡିଲା ଶ୍ରମିକ ସଚେତନତା ରଥ

ଭଦ୍ରକ, ୭।୨(ସନାତନ ରାଉତ): ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ଜିଲା ପ୍ରଶାସନ ଭଦ୍ରକ ଏବଂ ଜିଲା ଶ୍ରମ କାର୍ଯ୍ୟାଳୟ ମିଳିତ ଉଦ୍ୟମରେ ପ୍ରବାସୀ ଶ୍ରମିକ, ଅଣ ସଂଗଠିତ ଶ୍ରମିକ, ନିର୍ମାଣ ଶ୍ରମିକ ସଚେତନତା ଏବଂ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଏକ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କରାଯାଇଛିl ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଭଦ୍ରକ ଜିଲାର ବିଭିନ୍ନ ବ୍ଲକ ଏବଂ ପୌରାଞ୍ଚଳଗୁଡିକୁ ପ୍ରେରଣ ନିମନ୍ତେ ଶୁଭାରମ୍ଭ କରାଯାଇଛି।
ଏହି ସଚେତନତା କାର୍ଯ୍ୟକ୍ରମ ମାସ ବ୍ୟାପି ଚାଲୁ ରହିବ। ଉକ୍ତ କାର୍ଯ୍ୟକ୍ରମକୁ ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ,ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି, ମୂଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ,ପ୍ରଭାଗୀୟ ଶ୍ରମ ଆୟୁକ୍ତ, ସଚ୍ଚିଦାନନ୍ଦ ଜେନା,ଜିଲାଶ୍ରମ ଅଧିକାରୀ, ପ୍ରେମ ମଞ୍ଜରୀ ନାୟକ ସହକାରୀ ଶ୍ରମ ଅଧିକାରୀ ରତ୍ନାକର ମଲ୍ଲିକ,ଜିଲା ଶିଶୁ ଅଧିକାରୀ ଅବିନାଶ ମହାନ୍ତି ଏବଂ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ଉଦ୍‌ଘାଟନ ହୋଇଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri