ଲାଗୁ ହୋଇପାରେ ଶ୍ରମ ଆଇନ

ନୂଆଦିଲ୍ଲୀ,୨୦।୧୨: କେନ୍ଦ୍ର ସରକାର ୨୦୨୨ ଜାନୁୟାରୀରେ ୪ ଶ୍ରମ ଆଇନ (ୱେଜ୍‌ କୋଡ୍‌) ଲାଗୁ କରିବାକୁ ଯାଉଛନ୍ତି ବୋଲି ସୂଚନା ମିଳିଛି। ଏହି ନୂତନ ଆଇନ ଲାଗୁ ପାଇଁ ୧୫ରୁ ଅଧିକ ରାଜ୍ୟ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଥିବା ବେଳେ ଖୁବ୍‌ଶୀଘ୍ର ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟ ସହମତି ପ୍ରକାଶ କଲା ପରେ ଏହା ଉପରେ ସରକାର ବିଚାର କରିବେ। ଯଦି ସବୁ କିଛି ହୋଇଯାଏ, ତା’ହେଲେ ଦେଶରେ ଆଗାମୀ ଆର୍ଥିକ ବର୍ଷ ସୁଦ୍ଧା ଉକ୍ତ ଆଇନ ଲାଗୁ ହୋଇ ଯାଇପାରେ। ଏହି ଆଇନ ଲାଗୁ ହେବା ପରେ କର୍ମଚାରୀଙ୍କ କାମ କରିବାର ଅଭ୍ୟାସ ସାଙ୍ଗକୁ ଅନେକ କିଛି ବଦଳିଯିବ ବୋଲି ଆକଳନ କରାଯାଉଛି। ଏଥିରେ ଦୈନିକ କାର୍ଯ୍ୟ ନିର୍ଘଣ୍ଟ ସମେତ ମାସିକ ଆୟରେ ମଧ୍ୟ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri