ଭୀମସାରରେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କ ମୃତ୍ୟୁ

ସମ୍ବଲପୁର,୩୧।୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା (ଭୀମସାର)ରେ ଜଣେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କର ମୃତ୍ୟୁ ଘଟିଛି। ଭୀମସାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ମିଳିଥିବା ସୂଚନାନୁଯାୟୀ, ମୃତ ରୋଗୀଙ୍କଠାରେ ବ୍ଲାକ ଫଙ୍ଗସର ଲକ୍ଷଣଥିଲା। ସେ ୫-୬ ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ହେଲେ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ଆଇସିୟୁରେ ଥିବାରୁ ତାଙ୍କର ବ୍ଲାକ ଫଙ୍ଗସ ହୋଇଛି କି ନାହିଁ ତାହା ଜାଣିବା ପାଇଁ କ୍ଲିନିକାଲ ଟେଷ୍ଟ କରାଯାଇ ପାରି ନଥିଲା। ତେଣୁ ବ୍ଲାକ ଫଙ୍ଗସରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯିବ ନାହିଁ। ତେବେ ତାଙ୍କୁ ବ୍ଲାକ ଫଙ୍ଗସ ସନ୍ଦିଗ୍ଧ କୁହାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ସଂପ୍ରସାରଣ ପାଇଁ ବେଆଇନ ବ୍ଲାଷ୍ଟିଂ: ପଥର ପଡ଼ି ଘର ଆଜବେଷ୍ଟସ ଭାଙ୍ଗିଲା

ଦାରିଙ୍ଗବାଡି,୧୧ା୧୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି । ତେବେ ଉକ୍ତ ରାସ୍ତା ସଂପ୍ରସାରଣ...

ଜଗତ୍‌ସିଂହପୁର ଆସି ଫସିଲେ ପଶ୍ଚିମବଙ୍ଗ ଶ୍ରମିକ

ବାଲିଆ,୨୪।୭: ଜଗତ୍‌ସିଂହପୁର ଜିଲାକୁ ପଶ୍ଚିମବଙ୍ଗରୁ ଆସିଥିବା ୪୫ ଶ୍ରମିକ ଫସି ଯାଇଛନ୍ତି। ଧାନରୋଇବା କାର୍ଯ୍ୟରେ ଲଗାଇବା ପାଇଁ ମଣ୍ଡାସାହିର ଜଣେ ବ୍ୟକ୍ତି ସେମାନଙ୍କୁ ଆଣିଥିଲେ। ବସ୍‌ଯୋଗେ...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା...

ସ୍କୁଲ୍‌ ଆଗରେ ଦୁଇ ବିଇଓ ହଟହଟା

ରେଢାଖୋଲ,୧୭।୧୦(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ...

ନିରାଡ଼ମ୍ବରକୁ ନେଇ ନିରାଶା

ବଇଣ୍ଡା,୧୪।୧୦(ଡି.ଏନ.ଏ.)  ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍‌ ସମୟ ହୋଇ ନ ଥିଲେ ଏତେବେଳେକୁ...

ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବ: ଗଛପଡ଼ି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ

ଧାମନଗର,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ସହ ପବନ ଲାଗି ରହିଛି। ଏହାର ପ୍ରଭାବ ଭଦ୍ରକ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।...

କେନ୍ଦୁଝରରେ ତାପମାତ୍ରା ୭.୨ ଡିଗ୍ରୀକୁ ଖସିଲା

କେନ୍ଦୁଝର,୨୦ା୧୨(ସ୍ବ.ପ୍ର.): ଜିଲାରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ ହୋଇଛି। ରାତିରେ ତାପମାତ୍ରା ହ୍ରାସ ପାଉଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଆସନ୍ତାକାଲି ତାପମାତ୍ରା...

Advertisement
Archives

Model This Week