ପ୍ରଶାସନର ସଚେତନତା ଅଭାବ: ସଂକ୍ରମଣ ବଢିବା ଆଶଙ୍କା

ଗଞ୍ଜାମ,୧୫।୩: (ଡି.ଏନ.ଏ.): ବ୍ରହ୍ମପୁର ମେଡିକାଲରେ ପୁଣି କରୋନା ସଂକ୍ରମଣ ଚି଼ହ୍ନଟ ହେବା ପରେ ଚିନ୍ତାରେ ପଡିଯାଇଛି ପ୍ରଶାସନl ଏଭଳି ସମୟରେ ଗଞ୍ଜାମ ସହରରେ ଅଧିକାଂଶ ଲୋକ ମାକ୍ସ ବ୍ୟବହାର କରୁନାହାନ୍ତି କିମ୍ବା ସାମାଜିକ ଦୂରତା ଅବଲମ୍ବନ କରୁନାହାନ୍ତି l ବଡ଼ ବଜାରରେ ଉଠା ପରିବା ଦୋକାନୀମାନେ ଏହାର ବ୍ୟତିକ୍ରମ କରୁଥିବା ଜଣାପଡିଛିl ଯାହା ଫଳରେ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କାକୁ ଏଡାଇ ଦିଆ ଯାଇପାରିବନିl ଏଠାରେ ପ୍ରଶାସନ ପକ୍ଷରୁ ସଚେତନ ଅଭାବ ଥିବା ପରିଲକ୍ଷିତ ହେଉଛି l ଏ ଦିଗରେ ପ୍ରଶାସନ ତରଫରୁ ପଦକ୍ଷେପ ଗ୍ରହଣ କରାଗଲେ ଗଞ୍ଜାମ ସହର କରୋନା ମୁକ୍ତ ହୋଇ ପାରିବ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri