ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି ଯାଇଛି। କେଉଁଠି ଅଧେ ଅଂଶ ଆଲୋକିତ ହୋଇଥିବାବେଳେ ଅଧେ ଅଂଶ ଦୀର୍ଘଦିନ ଧରି ଅନ୍ଧାରରେ ରହୁଛି। ସହର ଉପକଣ୍ଠ ଜୀରାନଦୀ ବ୍ରିଜ, ଭଟଲି ଛକରୁ ଆଶାକିରଣ ପଟକୁ ଯାଇଥିବା ଆଲୋକୀକରଣ ବ୍ୟବସ୍ଥାରେ ଏଭଳି ସମସ୍ୟା ରହିଛି। ସମ୍ପୃକ୍ତ ଅଞ୍ଚଳର ଅନେକ ସ୍ଥାନ ଅନ୍ଧାରରେ ରହୁଥିବାରୁ ଚୋରି, ଲୁଟ୍‌ପାଟ୍‌ର ଆଶଙ୍କା ବଢ଼ିବାରେ ଲାଗିଛି। ତେବେ ଲକ୍ଷାଧିକ ଟଙ୍କା ବ୍ୟୟ ଅଟକଳରେ ଆଲୋକୀକରଣ ବ୍ୟବସ୍ଥା କରାଯାଇ ଥିବାବେଳେ ବାରମ୍ବାର ତାହା ଠପ୍‌ ପଡ଼ି ଯାଉଥିବା ଏବଂ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିଥିବା ଲୋକେ ମଧ୍ୟ ସେଥିପ୍ରତି ଆଖିବୁଜି ଦେବା ଘଟଣାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ତୁରନ୍ତ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri