Posted inଜାତୀୟ

ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ ,ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖି ଭାରତ ଯୋଡୋ
ଯାତ୍ରାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛିି। ଶନିବାର ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିବା ପରେ ସୁରକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଲ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖି ସୁରକ୍ଷା ଦାବି କରିଛନ୍ତି। ଚିଠିରେ କୁହାଯାଇଛି ଯେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ ଥିବା ଦିଲ୍ଲୀ ପୋଲିସ ଗହଳିକୁ ନିୟନ୍ତ୍ରଣ କରିବାରେ ଏବଂ ରାହୁଲ ଗାନ୍ଧୀଙ୍କ ଚାରିପାଖରେ ସୁରକ୍ଷା ବଜାୟ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ତାଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ଦିଆଯାଇଥିଲା। ଯାତ୍ରା ସମୟରେ ପରିସ୍ଥିତି ଏତେ ଭମ୍ଭୀର ଥିଲା କି ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ସାମିଲ ହୋଇଥିବା କଂଗ୍ରେସ କର୍ମକର୍ତ୍ତା ଏବଂ ଜନସାଧାରଣଙ୍କ ପାଇଁ ସୁରକ୍ଷା କର୍ଡନ କରିବାକୁ ପଡିଥିଲା। ହେଲେ ଦିଲ୍ଲୀ ପୋଲିସ ଏକ ମୂକ ଦର୍ଶକ ହୋଇ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ସହ ସାକ୍ଷାତକାର ପରେ ଟୁଇଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୨: ତୃତୀୟଥର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ଅପରାହ୍ନରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ

ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

ପରଲୋକରେ ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

ଶିମଲା,୮।୭: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଦୀର୍ଘ...

ରାଜ୍ୟ ସରକାରଙ୍କୁ ଭାଙ୍ଗି ଲୋକତନ୍ତ୍ର ଉପରେ ଆକ୍ରମଣ କରୁଛି ଭାଜପା, କହିଲେ ପଓ୍ବାର…

ମୁମ୍ବାଇ, ୧୨।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବହୁ ରାଜ୍ୟ ସରକାରଙ୍କୁ ଅସ୍ଥିର...

ସତରେ କ’ଣ ପରିବା ବିକୁଥିଲେ ଆଇଏଏସ୍‌: ଦେଲେ ସଫେଇ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଆଇଏଏସ ଅଧିକାରୀ ଅଖିଳେଶ ମିଶ୍ର ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି।...

ଦିଲ୍ଲୀ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୧।୧୦: ରାଜଧାନୀ ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଥିବା କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପବନର ତୀବ୍ର ବେଗ ଯୋଗୁ ଏହି...

ରେକର୍ଡ କଲେ ମୋଦି

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆଯୋଧ୍ୟାରେ ଆୟୋଜିତ ଭବ୍ୟ ଏବଂ ଦିବ୍ୟ ରାମମନ୍ଦିର ନିର୍ମାଣ ପାଇଁ ହୋଇଥିବା ଭୂମି ପୂଜାରେ ଯୋଗ ଦେଇଥିଲେ। ଏହା...

ଜଳସେଚନ ଦୁର୍ନୀତି ମାମଲାରେ ଅଜିତ ପାଓାରଙ୍କୁ କ୍ଲିନ୍‌ ଚିଟ୍‌

ନୂଆଦିଲ୍ଲୀ,୬।୧୨: ମହାରାଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ବମ୍ବେ ହାଇକୋର୍ଟରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଜଳସେଚନ ଦୁର୍ନୀତି ମାମଲାରେ ଆଣ୍ଟି କରପ୍ସନ୍‌...

Advertisement
Archives

Model This Week