Advertisement
Posted inଜାତୀୟ

ଲଦାଖର ଜାମିଆ ମସଜିଦ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୬।୧୧: ଲଦାଖର ଡ୍ରାସସ୍ଥିତ ଜାମିଆ ମସଜିଦ୍‌ରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇବା ପରେ ସେନା ଏବଂ ପୋଲିସ କର୍ମଚାରୀମାନେ ମିଶି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ନିଆଁରେ ମସଜିଦ୍‌ର ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି।

ସାମ୍ନାକୁ ଆସିଥିବା ଫଟୋ ଏବଂ ଭିଡିଓରେ ମସଜିଦ୍‌ରେ ଭୀଷଣ ନିଆଁ ଲାଗିଥିବା ଦେଖିବାକୁ ମିଳୁଛି। ପୋଲିସକୁ ଏନେଇ ସୂଚନା ମିଳିବା ମାତ୍ରେ ତୁରନ୍ତ ସେମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେନାବାହିନୀ ପକ୍ଷରୁ ମଧ୍ୟ ସହଯୋଗ କରାଯାଇଥିଲା। ତେବେ ନିଆଁ କିଭଳି ଲାଗିଲା ତାହା ଜଣା ପଡ଼ି ନ ଥିବା ବେଳେ କେଉଁ କାରଣରୁ ଏହା ଲାଗିଛି ସେ ନେଇ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେଡ୍ରୋସ୍‌ଙ୍କୁ ‘ତୁଲସୀ ଭାଇ’ କହିଲେ ମୋଦି

ନୂଆଦିଲ୍ଲୀ, ୨୧ା୪: ଗୁଜରାଟର ଗାନ୍ଧୀନଗରରେ ୩ ଦିନିଆ ଗୋବ୍ଲାଲ ଆୟୁଷ ଇନ୍‌ଭେଷ୍ଟମେଣ୍ଟ ଆଣ୍ଡ ଇନୋଭେଶନ ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଉଥିବାବେଳେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ...

ଜଣେ ପୂର୍ବତନ ବିଧାୟକଙ୍କ ଜୀବନ ଗାଥା

କାନପୁର: ମନ୍ଦିର-ମସ୍‌ଜିଦକୁ ନେଇ ଆମ ଦେଶରେ ଅନେକ ବିବାଦ ଦେଖାଦିଏ। କିନ୍ତୁ ଈଶ୍ୱର ମନ୍ଦିର କି ମସ୍‌ଜିଦରେ ନାହାନ୍ତି , କର୍ମ ଓ ସଂସ୍କାରରେ ଅଛନ୍ତି...

ମେ’ ୩୧ରେ ‘ମନ କି ବାତ’ କାର୍ଯ୍ୟକ୍ରମରେ କଥା ହେବେ ମୋଦି: ଟୁଇଟ କରି ମାଗିଲେ ଜନତାଙ୍କ ମତ

ନୂଆଦିଲ୍ଲୀ,୧୮।୫: ଦେଶରେ ଲାଗି ରହିଥିବା କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩୧ ତାରିଖରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ...

ସିଡିଏସ୍‌ ଦୌଡ଼ରେ ନରାଓ୍ବଣେ, ମନୋଜ ନୂଆ ସେନାଧ୍ୟକ୍ଷ ହେବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୪।୪ : ଡିସେମ୍ବରରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାୱତଙ୍କ ଆକସ୍ମିକ ମୃତ୍ୟୁପରେ ସିଡିଏସ୍‌ ପଦବୀ ଖାଲି ପଡିଛି। ଚଳିତ...

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୩୬୯ ନୂଆ...

ବାଇକ୍‌ ଚାଳକଙ୍କୁ ପିଛା କଲା ବାଘ: ଭିଡ଼ିଓ ଭାଇରାଲ

ଓ୍ବାଇନାଡ୍‌,୧।୭: କେରଳ ଓ୍ବାଇନାଡ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ମୁଥାଙ୍ଗ୍‌ ଅଭୟାରଣ୍ୟ ନିକଟରେ ଥିବା ରାସ୍ତାରେ ବାଘ ବାଇକ୍‌ ଚାଳକଙ୍କ ପିଛା କରୁଥିବା...

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ...

ହନିଟ୍ରାପ୍‌ ଗୁମର ଖୋଲିଲେ କିଙ୍ଗ୍‌ପିନ୍‌ ଶ୍ୱେତା: ୨୪ ଛାତ୍ରୀଙ୍କୁ କରାଯାଇଥିଲା ଭିଆଇପିଙ୍କ ଶଯ୍ୟାସଙ୍ଗିନୀ

ଇନ୍ଦୋର,୨୮।୯: ମଧ୍ୟପ୍ରଦେଶ ହନିଟ୍ରାପ୍‌ର ଗୁମର ଖୋଲିବା ସହ ବହୁ ରହସ୍ୟପୂର୍ଣ୍ଣ ତଥ୍ୟ ଲୋକଲୋଚନକୁ ଆସିଛି। ୧୨ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ୮ ପୂର୍ବତନ ମନ୍ତ୍ରୀ...

Advertisement
Archives

Model This Week