ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩ ତାରିଖ ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପାଖରେ ପୂର୍ବାହ୍ନ ୯ଟା ୩୫ ମିନିଟରୁ ୯ଟା ୫୦ ମିନିଟ ମଧ୍ୟେ ନବାନ୍ନ ଭୋଗ ଲାଗି କରିବାକୁ ସ୍ଥିର ହୋଇଛି । ପରମ୍ପରାନୁସାରେ ଝାଡୁଆପଡା ବଡଦୁଆର ଆରଣ୍ୟକ ମଞ୍ଚଠାରେ ବୁଧବାର ଗୋଧୂଳି ଲଗ୍ନରେ ବିଭିନ୍ନ ଅଞ୍ଚଳର ପଣ୍ଡିତମାନେ ସମବେତ ହୋଇ ନକ୍ଷତ୍ର ଗଣନା କରି ନୂଆଁଖାଇ ଲଗ୍ନ ଧାର୍ଯ୍ୟ କରିଛନ୍ତି। ଲଗ୍ନକୁ ନେଇ ବ୍ରହ୍ମପୁରା ଠାକୁରଙ୍କଠାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ବ୍ରହ୍ମପୁରା ଟ୍ରଷ୍ଟ ବୋର୍ଡ କମିଟି ସଭ୍ୟମାନେ ସମଲେଇ ମନ୍ଦିର ଫାଟକଠାରେ ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟଙ୍କୁ ଲଗ୍ନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫...

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ...

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ...

ବିମାନ ବନ୍ଦରରୁ ୪୮ ଖଣ୍ଡ ସୁନା ଜବତ

ଭୁବନେଶ୍ୱର, ୨୧। ୧(ବ୍ୟୁରୋ): କିଛି ଦିନ ବ୍ୟବଧାନରେ ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ୨୧୫. ୬୦୦ ଗ୍ରାମ ଓଜନର ୪୮ ଖଣ୍ଡ ସୁନା ଜବତ କରାଯାଇଛି। ଏହି...

ରେଭେନ୍‌ଶା ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌

କଟକ ଅଫିସ,୨୮।୫: ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌। ଏଠାରେ ଉପଲବ୍ଧ ରହିବ ଅନେକ କ୍ରୀଡ଼ାର ଅତ୍ୟାଧୁନିକ...

ଶଟ୍‌ଡାଉନ୍‌ରେ ଖାଁ ଖାଁ ରାଜଧାନୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ସୁଦ୍ଧା ଚିହ୍ନଟ ହେଲେଣି ମୋଟ ୨,୭୮୧ କରୋନା ସଂକ୍ରମିତ। କେବଳ ୬ ଦିନରେ ଏହି ସଂଖ୍ୟା ୮୩୩ ବୃଦ୍ଧି ପାଇଛି। ବଢ଼ୁଥିବା...

ଜଳ ସଂରକ୍ଷଣ: ବର୍ଷକରେ ଫେଲ୍‌

ଯାଜପୁର ଅଫିସ,୧୫।୨: ଓଡ଼ିଶାରେ ଜଳ ସଂରକ୍ଷଣ ପାଇଁ ବିବିଧ ପଦ୍ଧତି ପ୍ରୟୋଗ କରାଯାଇଛି। ଏଥିରେ ରୁଫ୍‌ଟପ୍‌ ରେନ୍‌ୱାଟର ହାରଭେଷ୍ଟିଙ୍ଗ ଷ୍ଟ୍ରକ୍ଚର (ଆର୍‌ଆର୍‌ଏଚ୍‌ଏସ୍‌), ଗ୍ରାଉଣ୍ଡ ୱାଟର ରିଚାର୍ଜ,...

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ।...

Advertisement
Archives

Model This Week