ସମ୍ବଲପୁର-ସୁନ୍ଦରଗଡ଼କୁ ଯୋଡ଼ିଲା ଲହରଙ୍ଗା ସେତୁ

ସମ୍ବଲପୁର,୧୩ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବ୍ଲକ ଲହରଙ୍ଗା ନଦୀରେ ନିର୍ମିତ ସେତୁ ବୁଧବାର ଉଦ୍‌ଘାଟିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହା ଦ୍ୱାରା ଗମନାଗମନ କ୍ଷେତ୍ରରେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲା ଯୋଡିହୋଇଛି।

ବାମରା ବ୍ଲକର ପିଣ୍ଡାପଥର ନିକଟରେ ଲହରଙ୍ଗା ନଦୀ ପ୍ରବାହିତ। ନଦୀ ଉପରେ ସେତୁ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ମୁଖ୍ୟମନ୍ତ୍ରୀ ନୂତନ ସେତୁ ପ୍ରକଳ୍ପ ମଞ୍ଜୁର କରିବା ପରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଏହାର ଶିଳାନ୍ୟାସ କରିଥିଲେ। ପ୍ରାୟ ୫. ୪୭.୫୧ ଲକ୍ଷ ଟଙ୍କାରେ ନିର୍ମିତ ସେତୁର ଦୈର୍ଘ୍ୟ ୯୧.୮ ମିଟର ଓ ପ୍ରସ୍ଥ ୭.୫ମିଟର ରହିଛି। ଏହି ସେତୁ ହେବା ଫଳରେ ଆଖପାଖ ଗୋବିନ୍ଦପୁର, ବାଉଁଶଲଗା, କୁଟାରୀମାଲ, ପିଣ୍ଡାପଥର, ଗଡ଼ପୋଷ, କାଳିଆପଡା, ଫିରିଙ୍ଗିବାହାଲ, ଲାଲବୀରା, ସାଗର, କିନାବଗା, ରାଇବଗା, ଉଚକପାଟ, ରଙ୍ଗିଆଟିକିରା ସମେତ ସୁନ୍ଦରଗଡ଼ ଜିଲାର ବଡ଼ଗାଁ, କୁତ୍ରା, ପାମାର ପଞ୍ଚାୟତବାସୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ ମେଡିକାଲ ଦଳ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri