Posted inଜାତୀୟ

ଲଖିମପୁର କାଣ୍ଡ ଏକ ଷଡ଼ଯନ୍ତ୍ର, ଏସ୍‌ଆଇଟି ରିପୋର୍ଟ…

ନୂଆଦିଲ୍ଲୀ, ୧୪।୧୨: ଉତ୍ତରପ୍ରଦେଶର ଲଖିମପୁର ଖେରି କାଣ୍ଡ ଏକ ଷଡ଼ଯନ୍ତ୍ର ବୋଲି ଏସ୍‌ଆଇଟି ପକ୍ଷରୁ ରିପୋର୍ଟ ଉପସ୍ଥାପନ କରାଯାଇଛି। ଏନେଇ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କ ସମେତ ୧୪ ଜଣଙ୍କ ଉପରେ ହତ୍ୟା ମାମଲାର ବିଚାର କରାଯିବ ବୋଲି ଏସ୍‌ଆଇଟି କହିଛି। ଜାଣିଶୁଣି ଯୋଜନାବଦ୍ଧ ଭାବେ ଏହି କାଣ୍ଡ ଭିଆ ଯାଇଥିବା ରିପୋର୍ଟରେ କୁହାଯାଇଛି। ଫଳରେ ଏବେ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଥିବା ଆଇପିସିର ଧାରାରେ ପରିବର୍ତ୍ତନ ହୋଇଛି।

ହତ୍ୟା ଉଦ୍ଦେଶ୍ୟ ପରିବର୍ତ୍ତେ ଏବେ ହତ୍ୟା ମାମଲାର ବିଚାର କରାଯିବ। ଏସ୍‌ଆଇଟି ଆଇପିସି ଧାରା ୨୭୯,୩୩୮, ୩୦୪-କ ହଟାଇ ଦେଇଛି। ଏହା ସ୍ଥାନରେ ଆଇପିସି ଧାରା ୩୦୭, ୩୨୬, ୩୪, ୧୨୦, ୧୪୭, ୧୪୮, ୧୪୯, ୩/୨୫/୩୦ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri