Posted inଜାତୀୟ

ଲଖିମପୁର ମାମଲା, ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲ-ପ୍ରିୟଙ୍କା…

ନୂଆଦିଲ୍ଲୀ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମନବୀ ଆଜାଦ୍‌, ମଲ୍ଲକାର୍ଜୁନ ଖର୍ଗେ, ଏ.କେ.ଆଣ୍ଟୋନୀ ପ୍ରମୁଖ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ପଦରୁ ହଟାଇବା ଦାବି କରିଛନ୍ତି।

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ କହିଛନ୍ତି ଯେ, ଲଖିମପୁର ଅପରାଧୀଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ ପାଇଁ କଂଗ୍ରେସ ପ୍ରତିନିଧି ଦଳ ଦାବି କରିଛନ୍ତି। ସେହିପରି ପ୍ରିୟଙ୍କା କହିଛନ୍ତି ଯେ, ରାଷ୍ଟ୍ରପତି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ନେଇ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସମ୍ବିଧାନ ପୁଣି ଲେଖାଯିବ’ ଟିପ୍ପଣିକୁ ନେଇ ଅଡୁଆରେ ପଡିପାରନ୍ତି କେସିଆର୍‌, ଭାଜପା କରିପାରେ ଦେଶଦ୍ରୋହ ମାମଲା

ହାଇଦ୍ରାବାଦ,୮ ।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ନିକଟରେ ଭାରତରେ ପୁଣିଥରେ ସମ୍ବିଧାନ ଲେଖାଯିବ ବୋଲି ଟିପ୍ପଣି ଦେଇଥିଲେ । ଭାରତୀୟ ଜନତା ପାର୍ଟି(ଭାଜପା), କଂଗ୍ରେସ...

ଏନ୍‌ଆର୍‌ସି, ବିମୁଦ୍ରୀକରଣ ସହ ସମାନ: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୫।୧୨: ବିହାରର ଶାସକ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ତାଙ୍କ କଥାରେ ଅଡି ବସିଛନ୍ତି। ରବିବାର ସେ ପୁଣିଥରେ ଟୁଇଟ୍‌...

ଓ୍ବେବ୍‌ସାଇଟ୍‌ ହ୍ୟାକ୍‌ ପଛରେ ରୁଷୀୟ ହ୍ୟାକରର ହାତ

ନୂଆଦିଲ୍ଲୀ, ୧୬। ୩: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ୍ବେବ୍‌ ସାଇଟ୍‌ ହ୍ୟାକ୍‌ ପଛରେ ରୁଷୀୟ ହ୍ୟାକର୍‌ ଗ୍ରୁପ୍‌ର ସମ୍ପୃକ୍ତି ଥିବା ଭାରତୀୟ ସାଇବର ସିକ୍ୟୁରିଟି କମ୍ପାନୀ...

ପିଲାମାନେ ଅନ୍‌ଲାଇନରେ କ’ଣ କରୁଛନ୍ତି ଜାଣିବା ପାଇଁ ଏମିତି ନିଷ୍ପତ୍ତି ନେଲା ରାଜସ୍ଥାନ

ଜୟପୁର,୧୯।୯: ପିଲାମାନଙ୍କ ମଧ୍ୟରେ ଅନ୍‌ଲାଇନ ଗେମ୍‌ ନିଶା ବଢ଼ୁଥିବା ଚିନ୍ତାର କାରଣ ପାଲଟିଛି। ଏଭଳି ନିଶାରୁ ପିଲାମାନଙ୍କୁ ସୁରକ୍ଷା ଦେବା ଲାଗି ରାଜସ୍ଥାନ ସରକାର ମାତାପିତା...

ଦିଲ୍ଲୀରେ ଅଡ୍‌-ଇଭେନ ନିୟମ ଆରମ୍ଭ: ନଭେମ୍ବର ୧୫ ପର୍ଯ୍ୟନ୍ତ ଲାଗୁ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ଏଠାରେ ଅଡ୍‌-ଇଭେନ ନିୟମ ଲାଗୁ ହୋଇଛି। ନିୟମ ଅନ୍ତର୍ଗତ...

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ...

ଲଖିମପୁର ଖେରି ହିଂସା: ଆଶିଷଙ୍କୁ ମିଳିଲା ନାହିଁ ଜାମିନ

ଲକ୍ଷ୍ନୌ,୧୩ ।୧୦: ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନକୁ ସିଜେଏମ୍ କୋର୍ଟ ଖାରଜ...

ଆଉ ରକ୍ଷା ନାହିଁ: ସ୍ଥିତି ହେଲା ଅସମ୍ଭାଳ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ...

Advertisement
Archives

Model This Week