Posted inଜାତୀୟ

୧୪ ଦିନିଆ ନ୍ୟାୟିକ ହେପାଜତେରେ ଜୁବୈର

ଲକ୍ଷ୍ନୌ,୧୧।୭: ଅଲ୍ଟ ଡିଜିଟାଲ ନ୍ୟୁଜ୍‌ ସହସସ୍ଥାପକ ମହମ୍ମଦ ଜୁବୈରଙ୍କୁ ସୋମବାର ଉତ୍ତରପ୍ରଦେଶ ଲଖିମପୁରଖେରି କୋର୍ଟ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଜୁଲାଇ ୨୫ପର୍ଯ୍ୟନ୍ତ ସେ ନ୍ୟାୟିକ ହେପାଜତରେ ରହିବେ। ତେବେ ଏ ସଂକ୍ରାନ୍ତରେ ଆଗାମୀ ଶୁଣାଣି ଜୁଲାଇ ୧୩ରେ ହେବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ସାମ୍ପ୍ରଦାୟିକ ଶତ୍ରୁତା ବଢ଼ାଇବାକୁ ପ୍ରୟାସ କରୁଥିବା ଏବଂ ଆପତ୍ତିଜନକ ଟୁଇଟ କରି ବିବାଦକୁ ଆସିଥିବା ଜୁବୈରଙ୍କ ବିରୋଧରେ ଗତବର୍ଷ ଏକ ମାମଲା ରୁଜୁ ହୋଇଥିଲା। ତେବେ ଜେଲ୍‌ରେ ବନ୍ଦ ଥିବା ଜୁବୈର ସୋମବାର ଭିଡିଓ କନ୍‌ଫେରେନ୍ସିଂ ଜରିଆରେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri