Posted inଜାତୀୟ

ଲଖିମପୁର ଖେରି ହିଂସା, ଚାଷୀ ସଂଗଠନ ପକ୍ଷରୁ ୬ ଘଣ୍ଟିଆ ରେଳ ରୋକୋ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାକୁ ବିରୋଧ କରି ଚାଷୀ ସଂଗଠନ ପକ୍ଷରୁ ସୋମବାର ଦେଶବ୍ୟାପୀ ୬ ଘଣ୍ଟିଆ ରେଳ ରୋକୋ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ପଞ୍ଜାବର ଅମୃତସରରେ ଦେବୀ ଦାସପୁରା ଗାଁରେ ଚାଷୀ ରେଳ ଧାରଣାରେ ବସି ରହିଛନ୍ତି।

ସେହିପରି ଲକ୍ଷ୍ନୌରେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଆଇନ ଶୃଙ୍ଖଳା ଅବା ଶାନ୍ତି ବ୍ୟହତ ହେଲେ ଏଭଳି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍‌ଏସ୍‌ଏ ଲାଗୁ ହେବ ବୋଲି ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତରପ୍ରଦେଶର ପ୍ରତି ଜିଲାରେ ରେଳ ରୋକୋକୁ ବ୍ୟାପକ କରାଯିବ। ରେଳ ରୋକୋ ସମ୍ପୂର୍ଣ୍ଣ ଭାବେ ଶାନ୍ତିପୂର୍ଣ୍ଣ ଭାବେ କରାଯାଉଛି ବୋଲି ବୋଲି ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?