‘ପ୍ରତି ଘରକୁ ଲକ୍ଷ୍ମୀ ଆସିଲେ’, Budgetରେ ଏମିତି କ’ଣ କଲେ ଅର୍ଥମନ୍ତ୍ରୀ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ Budget ଉପସ୍ଥାପନ କରିଥିଲେ। ସବୁଥର ପରି, ଏଥର ବି ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର ଉପହାର ଅନ୍ତର୍ଭୁକ୍ତ କରାଯାଇଛି। ଲକ୍ଷପତି ଦିଦିଙ୍କଠାରୁ ଗର୍ଲସ ହଷ୍ଟେଲ ପର୍ଯ୍ୟନ୍ତ ଏସବୁ ମହିଳାଙ୍କ ମନ ଖୁସ କରି ଦେଇଛି। ତେବେ ଏଥର ବଜେଟକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଖୁସି ବ୍ୟକ୍ତ କରିଛନ୍ତି।
କେନ୍ଦ୍ର ବଜେଟ ୨୦୨୬-୨୭କୁ ଐତିହାସିକ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଏହା ଏକ ସଶକ୍ତ ମହିଳା ସଶକ୍ତିକରଣକୁ ପ୍ରତିଫଳିତ କରେ। ସେ କହିଛନ୍ତି ଯେ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବରେ କ୍ରମାଗତ ନବମ ଥର ପାଇଁ ବଜେଟ ଉପସ୍ଥାପନ କରି, ସେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି, ଅପାର ସୁଯୋଗ ପାଇଁ ଏକ ନୂତନ ପଥ ଖୋଲିଛନ୍ତି ଏବଂ ବର୍ତ୍ତମାନର ସ୍ବପ୍ନ ପୂରଣ କରିଛନ୍ତି। ସେ କହିଛନ୍ତି ଯେ ଏହି ବଜେଟ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ମଜବୁତ କରେ ଏବଂ 2047 ର ଉଚ୍ଚ-ଉଡ଼ନଶୀଳ, ବିକଶିତ ଭାରତ ପାଇଁ ଏକ ଦୃଢ଼ ମୂଳଦୁଆ।
ଏଥର ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନବମ ଥର ପାଇଁ ଉପସ୍ଥାପନ କରି ରେକର୍ଡ କରିଛନ୍ତି। ତେଣୁ ଏହାକୁ ‘ପ୍ରତି ଘରକୁ ଲକ୍ଷ୍ମୀ’ ଆସିଲେ ବୋଲି କୁହାଯାଉଛି। ଏହା ବ୍ୟତୀତ ଏହି ବଜେଟରେ ସମସ୍ତଙ୍କୁ ନଜକୁ ନିଆଯାଇଛି ବୋଲି ବି ମୋଦି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?