Posted inଖେଳ

ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ଫାଇନାଲରେ

ନୂଆଦିଲ୍ଲୀ, ୧୬ା୧- ଭାରତୀୟ ଉଦୀୟମାନ ଶଟଲର ଲକ୍ଷ୍ୟ ସେନ୍‌ ଚଳିତ ଇଣ୍ଡିଆ ଓପନ ଟୁର୍ନାମେଣ୍ଟ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱ ଚାମ୍ପିୟନ ସିଙ୍ଗାପୁରର ଲୋ କିନ୍‌ ୟେଙ୍କୁ ୨୪-୨୨, ୨୧-୧୭ରେ ହରାଇ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାତେଇଛନ୍ତି ଲକ୍ଷ୍ୟ। ଏହା ତାଙ୍କ କ୍ୟାରିୟରର ପ୍ରଥମ ସୁପର ୫୦୦ ଟାଇଟଲ। ମ୍ୟାଚ୍‌କୁ ଜିତିବା ପାଇଁ ତାଙ୍କୁ ୫୪ ମିନିଟ୍‌ ଧରି ସଂଘର୍ଷ କରିବାକୁ ପଡ଼ିଥିଲା।

୨୦ ବର୍ଷୀୟ ସେନ୍‌ ଗତ ମାସରେ ସ୍ପେନରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଗତବର୍ଷ ଡଚ୍‌ ଓପନ ଫାଇନାଲରେ ଲକ୍ଷ୍ୟ ଓ ଲୋ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚରେ ଲକ୍ଷ୍ୟ ଅବଶ୍ୟ ହାରିଯାଇଥିଲେ। ରବିବାର ସେ ଆକ୍ରମଣାତ୍ମକ ଶଟ୍‌ ଖେଳିବା ସହ ଠକଣା ସମୟରେ ପ୍ରତ୍ୟାବର୍ତ୍ତନ କରି ମ୍ୟାଚ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନର୍ସଙ୍କ ପ୍ରେମରେ ଏହି କ୍ରିକେଟ୍‌ ଅଧିନାୟକ

ପ୍ରେମ କାହାକୁ କେତେବେଳେ ହୋଇଯାଏ ତାହା ଜାଣି ହୁଏ ନାହିଁ। ଏମିତି କିଛି ଘଟିଥିଲା ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଧିନାୟକ କେନ୍‌ ଓ୍ବିଲିମସନଙ୍କ କ୍ଷେତ୍ରରେ। ଚିକିତ୍ସା...

ବଲବୀର ସିଂ ଜୁନିୟରଙ୍କ ପରଲୋକ

ଚଣ୍ଡିଗଡ଼, ୧୪ା୪ (ପି.ଟି.)- ହକି କିମ୍ବଦନ୍ତୀ ବଲବୀର ସିଂ ଜୁନିୟରଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ ଏସିଆନ୍‌ ଗେମ୍ସରେ ରୌପ୍ୟ ଜିତିଥିବା...

ଇର୍ଫାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଶ୍ରୀଲଙ୍କା ଲିଜେଣ୍ଡ୍‌ସକୁ ହରାଇଲା ଇଣ୍ଡିଆ ଲିଜେଣ୍ଡ୍‌ସ

ମୁମ୍ବାଇ,୧୧।୩- ଇର୍ଫାନ ପଠାନଙ୍କ ଅପରାଜିତ ୫୭ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଇଣ୍ଡିଆ ଲିଜେଣ୍ଡ୍ସ ୫ ଉଇକେଟରେ ଶ୍ରୀଲଙ୍କା ଲିଜେଣ୍ଡ୍ସକୁ ହରାଇ ଦେଇଛି। ଡିଓ୍ବାଇ ପାଟିଲ...

ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ

ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ...

ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦ ପଦକ ଜିତିବେ: କୋଚ୍‌ ଶିବପ୍ରସାଦ

ଭୁବନେଶ୍ୱର, ୩୦।୮- ପ୍ରଥମ ପାରା ଆଥଲେଟ ହିସାବରେ ପ୍ରମୋଦ ବିଜୁ ପଟ୍ଟନାୟକ ପୁରସ୍କାର ହାସଲ କରୁଥିବାରୁ ଆମ ପାଇଁ ଗର୍ବ ବିଷୟ ବୋଲି ତାଙ୍କ କୋଚ୍‌...

ଧୋନୀ, ରାଇନାଙ୍କୁ ସ୍ବତନ୍ତ୍ର ଗୀତ ଉତ୍ସର୍ଗ କଲେ ରହମାନ

ଚେନ୍ନାଇ,୧୭।୪: ଓସ୍କାର ବିଜେତା ସଙ୍ଗୀତକାର ଏ.ଆର. ରହମାନ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ୨୦୦୧ର ଫିଲ୍ମ ‘ଲଗାନ’ର ଲୋକପ୍ରିୟ ଗୀତ ‘ଚଲେ...

ପାକିସ୍ତାନ ଜିତିବା ଖୁସିରେ ଟୁଇଟ୍‌ କରି ଟ୍ରୋଲ୍‌ ହେଲେ ସାନିଆ

ବର୍ମିଂହାମ,୨୭।୬:ଚଳିତ ବିଶ୍ୱକପର ୩୩ତମ ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୬ ଓ୍ବିକେଟରେ ପରାସ୍ତ କରି ସେମିଫାଇନାଲ ଖେଳିବା ଆଶା ଉଜ୍ଜିବୀତ ରଖିଛି। ପାକିସ୍ତାନ ବିଜୟରେ ଖୁସି ବ୍ୟକ୍ତ...

ଶୁଟିଂ ସେନ୍‌ସେଶନ

ଭାରତର ନୂଆ ଶୁଟିଂ ସେନ୍‌ସେଶନ ଭାବେ ଉଭା ହୋଇଛନ୍ତି ଟିନ୍‌ଏଜର ରିଦିମ୍‌ ସାଙ୍ଗଓ୍ବାନ। ନିକଟରେ କାଇରୋରେ ଅନୁଷ୍ଠିତ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପର ମିକ୍ସଡ ଟିମ୍‌ ଇଭେଣ୍ଟରେ ସେ...

Advertisement
Archives

Model This Week