Posted inଖେଳ

ଫାଇନାଲରେ ପହଞ୍ଚିଲେ ସେନ୍‌

କାଲାଗାରି,୯ା୭: ଜାପାନର କେଣ୍ଟା ନିଶିମୋତୋଙ୍କ ବିପକ୍ଷରେ ବିଜୟ ଲାଭ କରି ଲକ୍ଷ୍ୟ ସେନ୍‌ କାନାଡା ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ପି.ଭି. ସିନ୍ଧୁ ତାଙ୍କ ସେମିଫାଇନାଲ ମ୍ୟାଚରେ ହାରିଯାଇଛନ୍ତି। ସେମିଫାଇନାଲରେ ବିଶ୍ୱର ୧୧ତମ ମାନ୍ୟତାପ୍ରାପ୍ତ ଜାପାନୀ ଖେଳାଳିଙ୍କୁ ୨୧-୧୭, ୨୧-୧୪ରେ ପରାସ୍ତ କରି ସେ ତାଙ୍କ ଦ୍ୱିତୀୟ ସୁପର ୫୦୦ ଫାଇନାଲରେ ପ୍ରବେଶ କରିଛନ୍ତି। ବର୍ଷକ ମଧ୍ୟରେ ଏହା ହେଉଛି ତାଙ୍କର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଫାଇନାଲ। ୨୧ ବର୍ଷୀୟ ଭାରତୀୟ ଖେଳାଳି ୨୦୨୧ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଜିତିଥିଲେ। ଫାଇନାଲରେ ସେ ଚାଇନାର ଲି ଶି ଫେଙ୍ଗ୍‌ଙ୍କୁ ଭେଟିବେ। ଅନ୍ୟପକ୍ଷରେ ଡବଲ ଅଲିମ୍ପିକ ପଦକ ବିଜେତା ପି.ଭି. ସିନ୍ଧୁ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ସେ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ବିଶ୍ୱର ନମ୍ବର ଓ୍ବାନ ଜାପାନର ଆକାନେ ୟାମାଗୁଚିଙ୍କଠାରୁ ୧୪-୨୧, ୧୫-୨୧ରେ ପରାଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri