ଲକ୍ଷପତି ଦିଦି ଝରଣାଙ୍କୁ ସାବାସ ଜଣାଉଛି ଦାରିଙ୍ଗବାଡ଼ି, ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ SHG ମହିଳାଙ୍କୁ ଦେଉଛନ୍ତି…

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ): କନ୍ଧମାଳର ଝିଅ ତଥା ପ୍ରଥମ ଲକ୍ଷପତି ଦିଦି ଝରଣା ସାହୁ ଏବେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ କାର୍ଯ୍ୟ କରିବା ସହ ଏସ୍‌ଏଚ୍‌ଜିମାନଙ୍କୁ ମସଲା ଜାତୀୟ ସାମଗ୍ରୀ ପ୍ରସ୍ତୁତି ସହ ହଳଦୀ, ତେନ୍ତୁଳି, ଅଦା, ଅଁଳା ଭଳି ଜଙ୍ଗଲଜାତୀୟ ଦ୍ରବ୍ୟର ପ୍ରସ୍ତୁତି ଓ ତା’ର ସୁରକ୍ଷିତ ପ୍ୟାକିଂ ଆଦି ତାଲିମ ଦେଉଛନ୍ତି। ଏହି ସବୁ ସାମଗ୍ରୀକୁ କିଭଳି ସ୍ବଚ୍ଛତାର ସହ ସଫେଇ କରି ଧୋଇବା ଶୁଖାଇବା, ତାକୁ ମେଶିନ ଚଳାଇ ପ୍ରସ୍ତୁତି କରିବା ଓ ଓଜନ ସହ ସ୍ବଚ୍ଛତାର ସହ ପ୍ୟାକିଂ କରିବା ଆଦି ତାଲିମ ପ୍ରଦାନ କରୁଛନ୍ତି ବିଶେଷ କରି ମହିଳାମାନେ ସ୍ବରାଜଗାରକ୍ଷମ ହେବା ପାଇଁ ଘରେ ରହି ମଧ୍ୟ ଉପରୋକ୍ତ କାର୍ଯ୍ୟ କରି ସ୍ବାବଲମ୍ବୀ ହୋଇପାରିବେ ଯାହାକି ଝରଣା ଛୋଟରୁ ଏଭଳି କାର୍ଯ୍ୟ ଆରମ୍ଭ କରି ଧିରେ ଧିରେ ଜଣେ ଉଦ୍ୟୋଗୀପତି ହୋଇପାରିଛନ୍ତି ଏବଂ ସେ ନିଜେ ରୋଜଗାର କରିବା ସହ ତାଲିମ ପ୍ରଦାନ କରିବା ଦକ୍ଷତା ମଧ୍ୟ ରଖିଛନ୍ତି। ଗ୍ରାମ ଉଦ୍ୟୋଗ ବିକାଶ ଯୋଜନାରେ ଏହି ଏବେ ଆଠମଲ୍ଲିକରେ ୫ ଦିନିଆ କର୍ମଶାଳାରେ ସେଠାକାର ଜଙ୍ଗଲ ଓ ପରିବେଶ ବିଭାଗର ସହାୟତାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ମସଲା ପ୍ରସ୍ତୁତି ଓ ତା’ର ସ୍ବଚ୍ଛତା ସହ ପ୍ୟାକିଂ ସମ୍ପର୍କରେ ତାଲିମ ପ୍ରଦାନ କରୁଛନ୍ତି। ତାଙ୍କୁ ଏହି କାର୍ଯ୍ୟରେ ସେଠାକାର ଅଧିକାରୀମାନେ ଆୟୋଜନ କରିଥିବା ବେଳେ ପ୍ରଭାକର ସାହୁ ସହ ତାଲିମଦାତା ଭାବେ ଝରଣାଙ୍କୁ ସହଯୋଗ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri