Advertisement
Posted inଜାତୀୟ

୯୫ ବର୍ଷରେ ପଦାର୍ପଣ କଲେ ଆଡଭାନୀ: ଶୁଭେଚ୍ଛା ଜଣାଇବାକୁ ତାଙ୍କ ଘରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୮।୧୧: ଭାରତୀୟ ଜନତା ଦଳର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀ ଆଜି ୯୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇବା ପାଇଁ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ଏହା ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଡଭାନୀଙ୍କୁ ଭେଟିଥିବା ଦୁଇ ନେତାଙ୍କ କିଛି ଫଟୋ ଏବଂ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଭିଡିଓରେ ଏହା ସ୍ପଷ୍ଟ ଭାବେ ଦେଖିବାକୁ ମିଳେ ଯେ ମୋଦି ଏଲ.କେ ଆଡଭାନୀଙ୍କୁ ବହୁତ ଉତ୍ସାହର ସହିତ ଏକ ପୁଷ୍ପଗୁଚ୍ଛ ଅଭିନନ୍ଦନ ଜଣାଇଛନ୍ତି। ଏହା ପରେ ଉଭୟ ନେତା ଏକାଠି ବସି ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ...

କେନ୍ଦ୍ରମନ୍ତ୍ରୀଙ୍କୁ କାଳିମାଡ଼ କଲେ ମହିଳା

ପାଟନା, ୨୩ା୮: କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବା ପରେ ପ୍ରଥମ ଥର ପାଇଁ ନିଜ ଲୋକ ସଭା ନିର୍ବାଚନମଣ୍ଡଳୀ ବିହାରର ହାଜିପୁର ଗସ୍ତ କରିଥିବା ପଶୁପତି...

ଦେଶରେ କରୋନା ଅଣାୟତ୍ତ: ୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୪୨୯ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ତେଜସ୍‌ରେ ଉଡ଼ିଲେ ରାଜନାଥ

ବେଙ୍ଗାଲୁରୁ,୧୯।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍‌ ଗୁରୁବାର ଉଡ଼ାଣ କରିଛି। ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌...

ଯୋଗୀ ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ହେଲେ ୟୁପି ଛାଡିଦେବି କହିଥିବା ମୁନ୍ନଓ୍ବର ରାଣାଙ୍କ ଘର ଆଗରେ ବଢିଲା ସୁରକ୍ଷା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣନା ଚାଲିଛି। ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଯୋଡି ହିଟ ହୋଇଛି। ପ୍ରାରମ୍ଭିକ ଭାବେ...

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି।...

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି।...

ଝିଅକୁ ବଳାତ୍କାର କଲେ ବାପା, ଜାଣିବା ପରେ ଏମିତି କଲେ ଭାଇ

ଯୋଧପୁର,୫।୯: ରାଜସ୍ଥାନର ଜାଲୋର ଜିଲାରେ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର କରିଥିଲେ। ଏହା ଜାଣିବା ପରେ ପୀଡ଼ିତାଙ୍କ ଭାଇ ଆତ୍ମହତ୍ୟା କରିଥିବା ଘଟଣା...

Advertisement
Archives

Model This Week