ଓଟିଟି ପ୍ଲାର୍ଟଫର୍ମରେ ‘ଲାଲ ସିଂ ଚଢା’

ମୁମାଇ: ବଲିଉଡ ଅଭିନେତା ଆମିର ଖାନ ଏବଂ କରୀନା କପୁରଙ୍କ ଅଭିନୀତ ଫିଲ୍ମ ‘ଲାଲ ସିଂ ଚଢା’ ବର୍ତ୍ତମାନ ଓଟିଟି ପ୍ଲାର୍ଟଫର୍ମରେ ଉପଲବ୍ଧ। ଯେଉଁମାନେ ସିନେମା ହଲ୍‌ରେ ଦେଖିବାକୁ ସୁଯୋଗ ପାଇ ନ ଥିଲେ,ସେମାନେ ସିଧାସଳଖ ନେଟଫ୍ଲିକ୍ସରେ ଦେଖିପାରିବେ। ତିନୋଟି ଭାଷା ହିନ୍ଦୀ, ତାମିଲ ଏବଂ ତେଲୁଗୁରେ ଫିଲ୍ମଟି ପ୍ରିମିୟର୍‌ ହୋଇଛି। ‘ଲାଲ ସିଂ ଚଢା’ ଅଗଷ୍ଟ ୧୧ରେ ପ୍ରେକ୍ଷାଳୟକୁ ଆସିଥିଲା। ଫିଲ୍ମକୁ ନେଇ ଆମିର ବହୁ ବର୍ଷ ଧରି କଠିନ ପରିଶ୍ରମ କରିଥିଲେ। ହେଲେ ଆଶା ଅନୁଯାୟୀ ଭଲ ଆୟ କରିପାରି ନ ଥିଲା। ରିଲିଜ ପୂର୍ବରୁ କୁହାଯାଉଥିଲା ଫିଲ୍ମ ରିଲିଜ୍‌ ହେବାର ୬ ମାସ ପରେ ଓଟିଟିରେ ରିଲିଜ୍‌ ହେବ। କିନ୍ତୁ ଫିଲ୍ମ ଫ୍ଲପ୍‌ ହେତୁ ୨ମାସ ମଧ୍ୟରେ ଫିଲ୍ମଟି ଓଟିଟିରେ ରିଲିଜ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri