Posted inଖେଳ

ଲାଲା ଅମରନାଥ ୮୭ ବର୍ଷ ତଳେ ଇଂଲଣ୍ଡ ବିପକ୍ଷରେ କରିଥିଲେ ଶତକ

ନୂଆଦିଲ୍ଲୀ, ୧୭।୧୨: କ୍ରିକେଟର ଲାଲା ଅମରନାଥ ୮୭ ବର୍ଷ ତଳେ ୧୯୩୩ ଡିସେମ୍ବର ୧୭ରେ ଭାରତର ପ୍ରଥମ ଖେଳାଳି ଭାବେ ଶତକ ପୂରଣ କରିଥିଲେ। ମୁମ୍ବାଇର ତତ୍‌କାଳୀନ ଜିମ୍‌ଖାନା ଷ୍ଟାଡିୟମ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳି ଲାଲା ଅମରନାଥ ୧୧୮ ରନ୍‌ ସଂଗ୍ରହ କରିଥିଲେ। ସେତେବେଳେ ତାଙ୍କୁ ୨୨ ବର୍ଷ ବୟସ ହୋଇଥିଲା। ଭାରତ ଏହି ଟେଷ୍ଟ ମ୍ୟାଚ୍‌ରେ ୯ ଓ୍ବିକେଟରେ ପରାଜିତ ହୋଇଥିଲା। ଲାଲା ଅମରନାଥ ମୋଟ ୨୪ ଟେଷ୍ଟ ମ୍ୟାଚ୍‌ ଖେଳି ୮୭୮ ରନ୍‌ ସଂଗ୍ରହ କରିବା ସହିତ ୪୫ ଓ୍ବିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଋତୁରାଜ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର: ଧୋନୀ

ଦୁବାଇ,୩୧।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ନିଜ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଭାବିତ କରିଛନ୍ତି। ଶ୍ରେଷ୍ଠ ପ୍ରତିଭାସମ୍ପନ୍ନ କ୍ରିକେଟରମାନଙ୍କ...

ଅନ୍‌ଲାଇନ୍‌ କୋଚିଂ ଆରମ୍ଭ କରିବେ ଧୋନୀ

ନୂଆଦିଲ୍ଲୀ, ୧।୭: କ୍ରିକେଟର ଏମ୍‌.ଏସ୍‌. ଧୋନୀ ଜୁଲାଇ ୨ରୁ ଅନ୍‌ ଲାଇନ୍‌ କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ୬ରୁ ୮ ବର୍ଷରୁ ଛୋଟ ପିଲା...

କୋଭିଡ୍‌ ୧୯ : ଗୋଟିଏ ମାସ ପରେ ନିଷ୍ପତ୍ତି ନେବୁ: ଆଇଓଏ

ନୂଆଦିଲ୍ଲୀ, ୨୪।୩(ପି.ଟି.)- କୋଭିଡ-୧୯ ସଂକ୍ରମଣ କାରଣରୁ ଜାପାନର ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଅଂଶଗ୍ରହଣ ନେଇ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଚିନ୍ତା ପ୍ରକଟ...

ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨।୪: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରେ ଭର୍ତ୍ତି। ନିକଟରେ କରୋନା ସଂକ୍ରମିତ ହୋଇଥିବା ସଚିନ ନିଜେ ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶରେ...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ରୋମାନ୍ସରେ ନଂ- ୧ ଏହି ଭାରତୀୟ ଖେଳାଳି: ସ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଏମିତି

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଏବେ ଅଷ୍ଟ୍ରେଲିଆରେ କ୍ୱାରାଣ୍ଟାଇନ୍‌ ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କଠାରୁ ବହୁ ଦୂରରେ ଥିବା ସ୍ତ୍ରୀ...

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ

ଟୋକିଓ(ଜାପାନ), ୨୨।୮-  ଏଠାରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ...

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ...

Advertisement
Ten Cric Info


Archives

Model This Week