Posted inଜାତୀୟ

ଲାଲଜୀ ଟଣ୍ଡନଙ୍କ ପରଲୋକ

ଭୋପାଳ, ୨୧।୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କର ମଙ୍ଗଳବାର ଭୋର୍‌ ୫ଟା ୩୫ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲେ। ସେ ଜୁନ ୧୨ ଠାରୁ ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଲିଭର ସମସ୍ୟା ସହିତ ପରିସ୍ରା ହେବାରେ ଅସୁବିଧା ହେଉଥିବାରୁ ତାଙ୍କର ଚିକିତ୍ସା ଗତ ୪୦ ଦିନ ଧରି ଜାରି ରହିଥିଲା।ତାଙ୍କର ମୃତ୍ୟୁ ସମ୍ପର୍କରେ ପୁଅ ଆଶୁତୋଷ ଟଣ୍ଡନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭେଣ୍ଟିଲେଟରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଆଶୁତୋଷ କହିଛନ୍ତି। ରାଜନୈତିକ ଜୀବନରେ ସେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଏବଂ ମାୟାବତୀଙ୍କ ସରକାରରେ ମନ୍ତ୍ରୀଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୬ ଘଣ୍ଟା ଖାଦ୍ୟ ପ୍ରସ୍ତୁତ କରି ରେକର୍ଡ କଲେ ଲତା

ଭୋପାଳ,୭।୯: ମଧ୍ୟ ପ୍ରଦେଶ ରିବା ଅଞ୍ଚରରେ ଥିବା ସେଫ୍‌ ଲତା ଟଣ୍ଡନ ଦୀର୍ଘ ୭୬ ଘଣ୍ଟା ଧରି ରୋଷେଇ କରିବା ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି...

ଇସ୍ରୋର ମୋବାଇଲ ଲଞ୍ଚ୍‌ପ୍ୟାଡ୍‌ ଯୋଜନା

ବେଙ୍ଗାଲୁରୁ,୧୬ା୧୨: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଅନେକ ବଡ଼ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ କରିଛି। ଯଦି ସବୁକିଛି ଠିକ୍‌ ଚାଲେ ତେବେ ଆଗାମୀ ଦଶନ୍ଧିରେ...

ପୁଣି ଚର୍ଚ୍ଚାକୁ ଆସିଲେ ହଳଦିଆ ଶାଢି ପିନ୍ଧା ମହିଳା: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ଲୋକ ସଭା ନିର୍ବାଚନ ସମୟରେ ସୋସିଆଲ ମିଡିଆ ସେନସେଶନ ପାଲଟିଥିବା ପିଡବ୍ଲୁଡି ଅଧିକାରୀ ରୀନା ଦ୍ୱିବେଦୀ ଏବେ ପୁଣି ଚର୍ଚ୍ଚାରେ। ଏଥର ତାଙ୍କ ଫଟୋ...

ସୁଶାନ୍ତଙ୍କ ଆତ୍ମାର ସଦ୍‌ଗତି ପାଇଁ ଉପବାସ ରଖିବେ ବିହାର ଡିଜିପି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ଖବର ଶୁଣି କ୍ରିକେଟ ଜଗତ ସ୍ତବ୍ଧ ହୋଇଯାଇଛି। ରାଜନେତାଠାରୁ ଆରମ୍ଭ କରି କ୍ରୀଡା ଜଗତ ତାଙ୍କ ଆକସ୍ମିକ...

ବିଳମ୍ବ ହେଲେ ଗମ୍ଭୀର ପରିଣାମ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଜେଇଇ ଏବଂ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷାରେ ଅଧିକ ବିଳମ୍ବର ପରିଣାମ ଗୁରୁତର ହୋଇପାରେ ବୋଲି ଆଇଆଇଟି, ଦିଲ୍ଲୀର ନିର୍ଦ୍ଦେଶକ ଭି. ରାମଗୋପାଳ ରାଓ...

ସୋସିଆଲ ମିଡିଆ ଛାଡିବେ ମୋଦି: ଟ୍ରେଣ୍ଡ କରୁଛି ‘ହାସ ନୋସାର୍‌’

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ। ଟୁଇଟ୍‌ କରି ସେ ଫେସବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ...

ସଂଧ୍ୟା ବେଳେ ଚାଲୁ ନ ଥିଲା ଗୁଗଲର କୌଣସି ଆପ୍‌, ଜାଣନ୍ତୁ ତା’ର କାରଣ

ୟୁଟ୍ୟୁବ, ଜି-ମେଲ ସମେତ ଗୁଗୁଲର ଅନ୍ୟ କୌଣସି ଆପ ସୋମବାର ସଂଧ୍ୟା ୫ଟା ପରେ କାମ କରୁ ନ ଥିଲା। ଏ ନେଇ ସୋସିଆଲ ମିଡିଆରେ...

ପାକିସ୍ତାନର ବିବାଦୀୟ ପ୍ରଦର୍ଶନ: କର୍‌ତାରପୁରରେ ବୋମା ପକାଇଥିଲା ଭାରତ

ନୂଆଦିଲ୍ଲୀ,୯ା୧୧: କର୍‌ତାରପୁର କରିଡର ଉଦ୍‌ଘାଟନର ଦିନକ ପୂର୍ବରୁ ପାକିସ୍ତାନୀ କର୍ତ୍ତୃପକ୍ଷ ସେଠାରେ ବିବାଦୀୟ ପ୍ରଦର୍ଶନ କରିଛନ୍ତି। ସେଠାକୁ ଭ୍ରମଣରେ ଯାଇଥିବା କେତେଜଣ ଭାରତୀୟଙ୍କ ସୂଚନା ଅନୁଯାୟୀ...

Advertisement


Archives

Model This Week

Why Dharitri