ଲାଲବାଗ ରାଜାରେ ‘ଆରୋଗ୍ୟ ଉତ୍ସବ’ ରୂପେ ପାଳନ ହେଲା ଗଣେଶ ଉତ୍ସବ

ମୁମ୍ବାଇ,୨୨।୮: ସାରା ଦେଶରେ ଶନିବାର ଉତ୍ସବର ମାହୋଲ ଦେଖାଦେଇଛି। ଚଳିତ ଥର କରୋନା କାଳ ଯୋଗୁ ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ଉପରେ କଟକଣା ଲଗାଯାଇଥିବା ବେଳେ ନିଜ ନିଜ ଘରେ ସମସ୍ତେ ପୂଜାର୍ଚ୍ଚନା କରିଛନ୍ତି। ପ୍ରତିବର୍ଷ ମାୟାନଗରୀ ମୁମ୍ବାଇରେ ବେଶ୍‌ ଆଡ଼ମ୍ବରରେ ଗଣପତି ବାପ୍ପାଙ୍କ ଉତ୍ସବ ପାଳନ କରାଯାଇଥାଏ। ବିଶେଷ କରି ସବୁଠାରୁୁ ପ୍ରସିଦ୍ଧ ଲାଲବାଗ ରାଜାରେ ବେଶ୍‌ ଧୁମ୍‌ଧାମରେ ଏହି ଉତ୍ସବ ପାଳିତ ହୋଇଥାଏ। ପ୍ରତିବର୍ଷ ଏଠାରେ ସ୍ବଉଚ୍ଚ ତୋରଣ ସହ ବିଭିନ୍ନ କିସମର ପେଣ୍ଡାଲ ଓ ଭିନ୍ନ ଭିନ୍ନ ଥିମ୍‌କୁ ନେଇ ତିଆରି କରାଯାଇଥାଏ। ଯାହା ଭକ୍ତଙ୍କୁ ବେଶ୍‌ ଆକର୍ଷଣୀୟ କରିଥାଏ। ହେଲେ ଚଳିତ ଥର ଏଠାରେ ଫିକା ଗଣେଶ ପୂଜା ପାଳନ କରାଯିବା ସହ ଏକ ନିଆରା ଉଦ୍ୟମ କରାଯାଇଛି। ଲାଲବାଗ ରାଜା ପେଣ୍ଡାଲରେ ଏଥର ଆରୋଗ୍ୟ ଉତ୍ସବ ପାଳନ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ବିଶାଳ ପ୍ରତିମା ବଦଳରେ ଏଠାରେ ୪ ଫୁଟର ପ୍ରତିମା ସ୍ଥାପନା କରାଯାଇ ପୂଜାର୍ଚ୍ଚନା କରାଯାଇଛି। ଏଥିସହ ବ୍ଲଡ ଓ ପ୍ଲାଜମା ଡୋନେସନ କ୍ୟାମ୍ପ ଲଗାଯାଇଥିବା ଜଣାପଡ଼ିଛି। ଲୋକମାନେ ସ୍ବେଚ୍ଛାକୃତ ଭାବେ ରକ୍ତ ଦାନ କରିବା ସହ ପ୍ଲାଜମା ମଧ୍ୟ ଦାନ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?