ଭାଲେଣ୍ଟାଇନ୍ସ ଡେରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଆଣିଛି ଧମାକା ଅଫର୍‌, ଜାଣନ୍ତୁ କଣ ରହିଛି….

ଭୁବନେଶ୍ୱର,୧୧।୨: ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଭାଲେଣ୍ଟାଇନ୍ସ ଡେ ଅଫର୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ପ୍ରେମ ସପ୍ତାହ (ଭାଲେଣ୍ଟାଇନ୍‌ ଓ୍ବିକ୍‌)କୁ ଦୃଷ୍ଟିରେ ରଖି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ଅଫର ଓ ରିହାତି ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ବିଶେଷକରି ଆକର୍ଷଣୀୟ ହୀରା ଗହଣାର ମୂଲ୍ୟ ଉପରେ ଫ୍ଲାଟ୍‌ ୨୫,୦୦୦ ଟଙ୍କା ପ୍ରତି କ୍ୟାରେଟ୍‌ ରିହାତି ପ୍ରଦାନ କରାଯାଉଛି। ଏହା ସହ ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୬୯୯ ଟଙ୍କା ରଖାଯାଇଛି। ଏପରିକି କେତେକ ନିର୍ଦ୍ଦିଷ୍ଟ ଅନ୍ତର୍ଜାତୀୟ ହାତଘଣ୍ଟା ବ୍ରାଣ୍ଡ୍‌ଗୁଡ଼ିକ ଉପରେ ଫ୍ଲାଟ୍‌ ୨୦%, ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୫୦% ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ ଉପରେ ଫ୍ଲାଟ୍‌ ୧୫%ର ରିହାତି ରଖାଯାଇଛି। ଏହି ଅଫର ୨୦୨୪ ଫେବୃଆରୀ ୧୪ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଏପରିକି ଲାଲ୍‌ଚାନ୍ଦ୍‌ର ସମସ୍ତ ଷ୍ଟୋରରେ ଏସ୍‌ବିଆଇ କାର୍ଡ ଉପଭୋକ୍ତାଙ୍କ ପାଇଁ ୨,୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ଅଫର ରଖାଯାଇଛି। ଏହି ଅଫର ଚଳିତ ବର୍ଷ ଫେବୃଆରୀ ୧୧ରୁ ୨୦ ପର୍ଯ୍ୟନ୍ତ ଏହି ଅଫର ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri