ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅନ୍ତର୍ଜାତୀୟ ବଜାର ସହ ଦେଶରେ ଦିନକୁ ଦିନ ସୁନାର ମୂଲ୍ୟ ବୃଦ୍ଧି ପାଉଛି। ଆଗକୁ ଅକ୍ଷୟ ତୃତୀୟା ଆସୁଥିବାରୁ ଗ୍ରାହକମାନେ ସୁନା ଅଳଙ୍କାର କ୍ରୟକୁ ନେଇ ଚିନ୍ତାରେ ରହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ପୂର୍ବ ଭାରତର ସର୍ବାଧିକ ଲୋକପ୍ରିୟ ଅଳଙ୍କାର ପ୍ରତିଷ୍ଠାନ ଲାଲ୍‌ଚାନ୍ଦ୍‌ ନିଜ ପ୍ରିୟ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆଣିଛି। ପ୍ରତିଦିନ ସୁନାର ଦର ବୃଦ୍ଧି ପାଉଥିବା ଦେଖି ଆଗୁଆ ସୁନା ଦରକୁ ବୁକ୍‌ କରିବା ପାଇଁ ଲାଲ୍‌ଚାନ୍ଦ୍‌ ‘ଗୋଲ୍ଡ ଲକ୍‌ ଅଫର’ପ୍ରଦାନ କରୁଛି। ଏହି ଅଫର ଅନୁଯାୟୀ ଅକ୍ଷୟ ତୃତୀୟା ପାଇଁ କ୍ରୟ କରିବାକୁ ଥିବା ଆନୁମାନିକ ଓଜନର ସୁନାଗହଣା ମୂଲ୍ୟର ମାତ୍ର ୧୦% ଅଗ୍ରିମ ଦେଇ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା ଦରକୁ ଗ୍ରାହକମାନେ ବୁକ୍‌ କରିପାରିବେ। ଏହାସହ ଅଗ୍ରିମ ବୁକିଂ ମୂଲ୍ୟ ହେଉ କିମ୍ବା କ୍ରୟ ଦିନର ସୁନା ମୂଲ୍ୟ, ଯେଉଁଟି କମ୍‌ ହେବ, ସେହି ମୂଲ୍ୟରେ ଗ୍ରାହକମାନେ ସୁନା ଅଳଙ୍କାର କିଣିପାରିବେ। ସେହିଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟାକୁ ଦୃଷ୍ଟିରେ ରଖି ଲାଲ୍‌ଚାନ୍ଦ୍‌ର ସମସ୍ତ ଷ୍ଟୋରରେ ସୁନା, ରୁପା, ହୀରା ଓ ପ୍ଲାଟିନମ୍‌ ଅଳଙ୍କାରର ନୂତନ କଲେକ୍ସନ୍ସ ଉପଲବ୍ଧ। ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ସର୍ବଦା ଗ୍ରାହକଙ୍କ ହିତ ଓ ସତ୍ୟତାକୁ ଅଗ୍ରାଧିକାର ଦେଇ ବିଭିନ୍ନ ସମୟରେ ମିଡିଆ ଅଭିଯାନ ଚଳାଇ ଆସୁଛି। ସୁନାର ଗୁଣବତ୍ତା ସହ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଗ୍ରାହକଙ୍କୁ ଅପ୍‌ ଟୁ ସ୍କାମ୍‌ ଏବଂ ସର୍ତ୍ତମୂଳକ ଅଫରରୁ ବିରତ ରହିବା ନେଇ ସଚେତନ କରିଆସୁଛି। ଏଥିସହ ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ଉପରେ ମଧ୍ୟ ସଚେତନ କରାଇବା ପାଇଁ ମିଡିଆ କ୍ୟାମ୍ପେନ୍‌ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri