ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ) ଜାରି ରହିଛି। ମୌସୁମୀକୁ ସ୍ମରଣୀୟ କରିବା ପାଇଁ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌ର ଅଫର ଆରମ୍ଭ ହୋଇଛି। ବିଶେଷକରି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଲାଲ୍‌ଚାନ୍ଦ୍‌ ଆକର୍ଷଣୀୟ ଅଫରର ବର୍ଷା କରିଛି। ଏହି କ୍ରମରେ ବ୍ରାଣ୍ଡ୍‌ର ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୯୯୯ ଟଙ୍କା ରହିଥିବା ବେଳେ ହୀରା ଗହଣାର ଗଢ଼ା ମୂଲ୍ୟକୁ ମଧ୍ୟ ଛାଡ଼ କରାଯାଇଛି। ଏହା ସହ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୪୦% ରିହାତି ଥିଲାବେଳେ ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ର ଏମ୍‌ଆର୍‌ପି ଉପରେ ଫ୍ଲାଟ୍‌ ୨୦% ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ର ମୂଲ୍ୟ ଉପରେ ଫ୍ଲାଟ୍‌ ୧୫% ରିହାତି ଦିଆଯାଉଛି।
ସେହିଭଳି ମନ୍‌ସୁନ୍‌ ସେଲ୍‌ର ଅନ୍ୟ ଏକ ଆକର୍ଷଣୀୟ ଅଫର ମଧ୍ୟରେ ୧.୫ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣାର ପ୍ରତ୍ୟେକ କ୍ରୟ ଉପରେ ୧୦୦ ମିଲିଗ୍ରାମ୍‌ର ସ୍ବର୍ଣ୍ଣ ମୁଦ୍ରା ମାଗଣା ପ୍ରଦାନ କରାଯାଉଥିବା ଲାଲ୍‌ଚାନ୍ଦ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ଲାଲ୍‌ଚାନ୍ଦ୍‌ର ପ୍ରତ୍ୟେକ ଶୋ’ରୁମ୍‌ରେ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ ଉପରେ ୧୦୦% ସୁନା ମୂଲ୍ୟ ମିଳୁଥିବାବେଳେ ପୂର୍ବ ଭାରତର ଅଳଙ୍କାର ବଜାରରେ ଲାଲ୍‌ଚାନ୍ଦ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣା ଉପରେ ସର୍ବନିମ୍ନ ଗଢ଼ା ମୂଲ୍ୟ ଅଫର ପ୍ରଦାନ କରାଯାଉଛି। ଅପରପକ୍ଷରେ ଅନ୍ୟ ଜୁଏଲର୍ସମାନେ ୧୫୦୦ ରୁ ୨୨୦୦ ଟଙ୍କା ପର୍ଯ୍ୟନ୍ତ ଗଢ଼ା ମଜୁରି ନେଉଛନ୍ତି।
ଭୁବନେଶ୍ୱର, ବ୍ରହ୍ମପୁର, କଟକ ଓ ନୂଆଦିଲ୍ଲୀର ଅଳଙ୍କାର ବଜାରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲାଲ୍‌ଚାନ୍ଦ୍‌ ସର୍ବଦା ଗ୍ରାହକଙ୍କ ସଚେତନ ପାଇଁ ମିଡିଆ କ୍ୟାମ୍ପେନ୍‌ ଚଳାଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri