ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୧।୧୦ : ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି ଲକି ଡ୍ରର ତୃତୀୟ ଦିିନରେ କଟକ ଷ୍ଟୋର୍‌ ପାଇଁ ଲକି ଡ୍ର କାର୍ଯ୍ୟକ୍ରମ କଟକ କ୍ଲବ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେତା ଭାବେ ଜଣେ କାର୍‌, ଦୁଇ ଜଣ ବାଇକ୍‌ ଜିତିଥିବା ବେଳେ ୮ ଜଣ ଲକ୍ଷପତି ହୋଇଛନ୍ତି। ରବିବାର କଟକ ଷ୍ଟୋର୍‌ର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଲାଲଚାନ୍ଦର ଫାଉଣ୍ଡର୍‌ ଚେୟାରମ୍ୟାନ୍‌ ସଞ୍ଜୟ ହଂସ, ଅଭିନେତା କୁନା ତ୍ରିପାଠୀ, ଆକାଶ ଦାସନାୟକ ଓ ଅଭିନେତ୍ରୀ ଭୂମିକା ଦାଶ ପ୍ରମୁଖ ଉପସ୍ଥିତ ରହି ବିଜେତାଙ୍କୁ ସମ୍ମାନିତ କରିଥିଲେ। ଏହି ଲକି ଡ୍ର ଉତ୍ସବରେ କଟକର ଅଚ୍ୟୁତାନନ୍ଦ ଆଚାର୍ଯ୍ୟ କାର୍‌ ଜିତିଥିଲାବେଳେ କଟକର ସଞ୍ଜୟ ରଥ ଓ ବି.ସି. ଜେନା ଗୋଟିଏ ଗୋଟିଏ ବାଇକ୍‌ ଜିତିଛନ୍ତି। ଏହାସହ ଅନୁଗେଳର ସିଦ୍ଧି ସୌଜନ୍ୟ ସାହୁ, ଯାଜପୁରର ଜ୍ଞାନରଞ୍ଜନ ସାହୁ, କଟକର ପବିତ୍ର ମୋହନ ମହାନ୍ତି, ସେଖ୍‌ ମେହବୁବ ଅଲ୍ଲି, ସିମରନ ସ୍ବାଇଁ, କେନ୍ଦୁଝରର ଶୁଭଲକ୍ଷ୍ମୀ ଓ ଜଗତସିଂହପୁରର ଦିଲୀପ କୁମାର ସାହୁ ଲକ୍ଷପତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri