ଲାଲ୍‌ଚନ୍ଦ୍‌ର ଜବରଦସ୍ତ ଅଫର୍‌: ୨୨ କ୍ୟାରେଟ୍‌ ସୁନା ଅଳଙ୍କାର କିଣିଲେ…

ଭୁବନେଶ୍ୱର,୧୯।୪:ଲାଲ୍‌ଚନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ଅକ୍ଷୟ ତୃତୀୟା ଅଫର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ସମସ୍ତ ୨୨ କ୍ୟାରେଟ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କ୍‌ ସୁନା ଅଳଙ୍କାର ଏବଂ ହୀରା ଅଳଙ୍କାର ଉପରେ ଗ୍ରାମ୍‌ ପ୍ରତି ମେକିଂ ଚାର୍ଜ ଫ୍ଲାଟ୍‌ ୯୯୯ ଟଙ୍କା ରଖାଯାଇଛି। ଏହା ସହ ନିର୍ଦ୍ଦିଷ୍ଟ ୨୨କ୍ୟାରେଟ୍‌ ଏଚ୍‌ୟୁଆଇଡି ସୁନା ଅଳଙ୍କାର ଉପରେ ମେକିଂ ଚାର୍ଜ ଗ୍ରାମ୍‌ ପ୍ରତି ଫ୍ଲାଟ୍‌ ୬୯୯ ଟଙ୍କା ରଖାଯାଇଛି। ସେହିଭଳି ଲାଲ୍‌ଚନ୍ଦ୍‌ର ଏହି ସର୍ବନିମ୍ନ ମେକିଂ ଚାର୍ଜ ଗ୍ରାହକମାନଙ୍କ ପାଇଁ ସୁନା କିଣିବାକୁ ଏକ ବଡ଼ ସୁଯୋଗ ସୃଷ୍ଟି କରିବ। ଏହା ସହ ୧ ଲକ୍ଷ ଟଙ୍କା ମୂଲ୍ୟର ହୀରା ଅଳଙ୍କାର କ୍ରୟକଲେ ଏକ ସ୍ବର୍ଣ୍ଣମୁଦ୍ରା ମାଗଣା ମିଳିବ ଏବଂ ୨ଲକ୍ଷ ଟଙ୍କା ମୂଲ୍ୟର ସୁନା ଅଳଙ୍କାର କ୍ରୟରେ ମଧ୍ୟ ଏକ ସ୍ବର୍ଣ୍ଣ ମୁଦ୍ରା ମାଗଣା ଦିଆଯିବ। ସେହିପରି ୨୫ ହଜାର ଟଙ୍କାରୁ ଅଧିକ ମୂଲ୍ୟର କ୍ରୟରେ ଗ୍ରାହକମାନେ ମାଗଣା ଉପହାର ପାଇବେ ଏବଂ ରୁପା ଅଳଙ୍କାରର ମେକିଂ ଚାର୍ଜରେ ୫୦% ରିହାତି, ବ୍ରାଣ୍ଡେଡ୍‌ ରୁପା ସାମଗ୍ରୀ ଉପରେ ୧୫% ରିହାତି ଏବଂ ନିର୍ଦ୍ଦିଷ୍ଟ ହାତଘଣ୍ଟାର ଏମ୍‌ଆର୍‌ପି ଉପରେ ୨୦% ରିହାତି ଘୋଷଣା କରାଯାଇଛି। ଅପରପକ୍ଷରେ ଲାଲ୍‌ଚନ୍ଦ୍‌ ପୁରୁଣା ଏଚୟୁଆଇଡି ସୁନା ଅଳଙ୍କାର ବଦଳାଇ ୧୦୦% ସୁନା ମୂଲ୍ୟ ପ୍ରଦାନ କରୁଛି, ଯାହା ଗ୍ରାହକଙ୍କ ପାଇଁ ଅଧିକ ଲାଭ ଦାୟକ ହେବ ବୋଲି କୁହାଯାଉଛି।
ଏ ସମ୍ପର୍କରେ ଲାଲ୍‌ଚନ୍ଦ୍‌ ଜୁଏଲର୍ସର ପ୍ରତିଷ୍ଠାତା ଅଧ୍ୟକ୍ଷ ସଞ୍ଜୟ ହଂସ କହିଛନ୍ତି, ଏପ୍ରିଲ୍‌, ମେ ଓ ଜୁନ ମାସ ପାଇଁ ପରର୍ବତ୍ତୀ ଲକ୍ଷପତି ଲକି ଡ୍ର ଜୁଲାଇ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଯେଉଁଥିରେ ମେଗା ଲ କିଡ୍ର ‘ଏମ୍‌ଜି ୱିଣ୍ଡ୍‌ସର‘ କାର୍‌ର ମଧ୍ୟ ଉଠାଣ ହୋଇ ବିଜେତା ଚୟନ କରାଯିବ। ସ୍ଥାନ ଏବଂ ତାରିଖ ପରେ ଘୋଷଣା କରାଯିବ। ଉଲ୍ଲେଖଯୋଗ୍ୟ, ଲାଲ୍‌ଚନ୍ଦ୍‌ ଜୁଏଲର୍ସ ଗ୍ରାହକ ସନ୍ତୁଷ୍ଟି, ସର୍ବନିମ୍ନ ଗଢ଼ା ମଜୁରି, ବିଶୁଦ୍ଧ ସ୍ବର୍ଣ୍ଣ ଅଳଙ୍କାର ଏବଂ ଅତୁଳନୀୟ କାରିଗରି ପାଇଁ ସମଗ୍ର ପୂର୍ବ ଭାରତରେ ପ୍ରସିଦ୍ଧି ଲାଭ କରିଛି। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ରେ ଲାଲ୍‌ଚନ୍ଦ୍‌ ଷ୍ଟୋର ପରିସରରେ ହୀରା ଅଳଙ୍କାର ସଂଗ୍ରହ ‘ଆରୋହୀ’ ପାଇଁ ଏକ ସ୍ବତନ୍ତ୍ର ଷ୍ଟୋର୍‌ ଖୋଲିଛି। ଏହି ଲାଇଟ୍‌ ୱେଟ୍‌ ହୀରା ଅଳଙ୍କାର ଗ୍ରାହକମାନଙ୍କୁ ସୁଲଭ ମୂଲ୍ୟରେ ଉଚ୍ଚମାନର ଅଳଙ୍କାର ପ୍ରଦାନ କରିବା ପାଇଁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri