ଲାଲ୍‌ଚନ୍ଦ୍‌ର ଜବରଦସ୍ତ ଅଫର୍‌: ୨୨ କ୍ୟାରେଟ୍‌ ସୁନା ଅଳଙ୍କାର କିଣିଲେ…

ଭୁବନେଶ୍ୱର,୧୯।୪:ଲାଲ୍‌ଚନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ଅକ୍ଷୟ ତୃତୀୟା ଅଫର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ସମସ୍ତ ୨୨ କ୍ୟାରେଟ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କ୍‌ ସୁନା ଅଳଙ୍କାର ଏବଂ ହୀରା ଅଳଙ୍କାର ଉପରେ ଗ୍ରାମ୍‌ ପ୍ରତି ମେକିଂ ଚାର୍ଜ ଫ୍ଲାଟ୍‌ ୯୯୯ ଟଙ୍କା ରଖାଯାଇଛି। ଏହା ସହ ନିର୍ଦ୍ଦିଷ୍ଟ ୨୨କ୍ୟାରେଟ୍‌ ଏଚ୍‌ୟୁଆଇଡି ସୁନା ଅଳଙ୍କାର ଉପରେ ମେକିଂ ଚାର୍ଜ ଗ୍ରାମ୍‌ ପ୍ରତି ଫ୍ଲାଟ୍‌ ୬୯୯ ଟଙ୍କା ରଖାଯାଇଛି। ସେହିଭଳି ଲାଲ୍‌ଚନ୍ଦ୍‌ର ଏହି ସର୍ବନିମ୍ନ ମେକିଂ ଚାର୍ଜ ଗ୍ରାହକମାନଙ୍କ ପାଇଁ ସୁନା କିଣିବାକୁ ଏକ ବଡ଼ ସୁଯୋଗ ସୃଷ୍ଟି କରିବ। ଏହା ସହ ୧ ଲକ୍ଷ ଟଙ୍କା ମୂଲ୍ୟର ହୀରା ଅଳଙ୍କାର କ୍ରୟକଲେ ଏକ ସ୍ବର୍ଣ୍ଣମୁଦ୍ରା ମାଗଣା ମିଳିବ ଏବଂ ୨ଲକ୍ଷ ଟଙ୍କା ମୂଲ୍ୟର ସୁନା ଅଳଙ୍କାର କ୍ରୟରେ ମଧ୍ୟ ଏକ ସ୍ବର୍ଣ୍ଣ ମୁଦ୍ରା ମାଗଣା ଦିଆଯିବ। ସେହିପରି ୨୫ ହଜାର ଟଙ୍କାରୁ ଅଧିକ ମୂଲ୍ୟର କ୍ରୟରେ ଗ୍ରାହକମାନେ ମାଗଣା ଉପହାର ପାଇବେ ଏବଂ ରୁପା ଅଳଙ୍କାରର ମେକିଂ ଚାର୍ଜରେ ୫୦% ରିହାତି, ବ୍ରାଣ୍ଡେଡ୍‌ ରୁପା ସାମଗ୍ରୀ ଉପରେ ୧୫% ରିହାତି ଏବଂ ନିର୍ଦ୍ଦିଷ୍ଟ ହାତଘଣ୍ଟାର ଏମ୍‌ଆର୍‌ପି ଉପରେ ୨୦% ରିହାତି ଘୋଷଣା କରାଯାଇଛି। ଅପରପକ୍ଷରେ ଲାଲ୍‌ଚନ୍ଦ୍‌ ପୁରୁଣା ଏଚୟୁଆଇଡି ସୁନା ଅଳଙ୍କାର ବଦଳାଇ ୧୦୦% ସୁନା ମୂଲ୍ୟ ପ୍ରଦାନ କରୁଛି, ଯାହା ଗ୍ରାହକଙ୍କ ପାଇଁ ଅଧିକ ଲାଭ ଦାୟକ ହେବ ବୋଲି କୁହାଯାଉଛି।
ଏ ସମ୍ପର୍କରେ ଲାଲ୍‌ଚନ୍ଦ୍‌ ଜୁଏଲର୍ସର ପ୍ରତିଷ୍ଠାତା ଅଧ୍ୟକ୍ଷ ସଞ୍ଜୟ ହଂସ କହିଛନ୍ତି, ଏପ୍ରିଲ୍‌, ମେ ଓ ଜୁନ ମାସ ପାଇଁ ପରର୍ବତ୍ତୀ ଲକ୍ଷପତି ଲକି ଡ୍ର ଜୁଲାଇ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଯେଉଁଥିରେ ମେଗା ଲ କିଡ୍ର ‘ଏମ୍‌ଜି ୱିଣ୍ଡ୍‌ସର‘ କାର୍‌ର ମଧ୍ୟ ଉଠାଣ ହୋଇ ବିଜେତା ଚୟନ କରାଯିବ। ସ୍ଥାନ ଏବଂ ତାରିଖ ପରେ ଘୋଷଣା କରାଯିବ। ଉଲ୍ଲେଖଯୋଗ୍ୟ, ଲାଲ୍‌ଚନ୍ଦ୍‌ ଜୁଏଲର୍ସ ଗ୍ରାହକ ସନ୍ତୁଷ୍ଟି, ସର୍ବନିମ୍ନ ଗଢ଼ା ମଜୁରି, ବିଶୁଦ୍ଧ ସ୍ବର୍ଣ୍ଣ ଅଳଙ୍କାର ଏବଂ ଅତୁଳନୀୟ କାରିଗରି ପାଇଁ ସମଗ୍ର ପୂର୍ବ ଭାରତରେ ପ୍ରସିଦ୍ଧି ଲାଭ କରିଛି। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ରେ ଲାଲ୍‌ଚନ୍ଦ୍‌ ଷ୍ଟୋର ପରିସରରେ ହୀରା ଅଳଙ୍କାର ସଂଗ୍ରହ ‘ଆରୋହୀ’ ପାଇଁ ଏକ ସ୍ବତନ୍ତ୍ର ଷ୍ଟୋର୍‌ ଖୋଲିଛି। ଏହି ଲାଇଟ୍‌ ୱେଟ୍‌ ହୀରା ଅଳଙ୍କାର ଗ୍ରାହକମାନଙ୍କୁ ସୁଲଭ ମୂଲ୍ୟରେ ଉଚ୍ଚମାନର ଅଳଙ୍କାର ପ୍ରଦାନ କରିବା ପାଇଁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?