ଆଜି ସରିବ ଲାଲ୍‌ଚାନ୍ଦର ସ୍ବତନ୍ତ୍ର ଅକ୍ଷୟତୃତୀୟା ଅଫର

ଭୁବନେଶ୍ୱର,୧୨।୫ (ଅଭୟ ଦାଶ): ଲାଲ୍‌ଚାନ୍ଦ ଜୁଏଲର୍ସର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ରବିବାର ଶେଷ ହେଉଛି। ଏହି ଅଫର ୨୦୨୪ ମେ ୫ରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିବାବେଳେ ଚଳିତ ମାସ ୧୨ରେ ବିଧିବଦ୍ଧ ଭାବେ ମଧ୍ୟ ଶେଷ ହେଉଛି।

ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଏକ ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଥିଲା। ଏପରିକି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ରିହାତି ସାଙ୍ଗକୁ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୭୯୯ ଟଙ୍କା ରହିଥିଲାବେଳେ ହୀରା ଗହଣା ଉପରେ ଶୂନ୍ୟ (୦) ଗଢ଼ା ମଜୁରି ବା ବିନା ଗଢ଼ା ମଜୁରିରେ ଗ୍ରାହକମାନେ ହୀରା ଗହଣା କ୍ରୟ କରିପାରିବେ ଏବଂ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ପ୍ରତି ଗ୍ରାମକୁ ଫ୍ଲାଟ୍‌ ୧୩ଟଙ୍କାରେ ଯୋଗାଇ ଦିଆଯାଉଛି।

ସେହିଭଳି ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ସମସ୍ତ ଷ୍ଟୋରରେ ଏସ୍‌ବିଆଇ କାର୍ଡ ଉପଭୋକ୍ତାଙ୍କ ପାଇଁ ବିଶେଷ ଅଫର ମଧ୍ୟ ରଖାଯାଇଛି। ଏପରିକି ସର୍ବନିମ୍ନ ୩୦,୦୦୦ ଟଙ୍କାର କ୍ରୟ ଉପରେ ସର୍ବାଧିକ ୨,୫୦୦ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ଅଫର ପ୍ରଦାନ କରାଯାଉଛି। ଏହି ଅଫର ୨୦୨୪ ମେ ୧୨ ପର୍ଯ୍ୟନ୍ତ ବୈଧ ରହିଛି। ଏଥିସହ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ ଉପରେ ୧୦୦% ସୁନା ମୂଲ୍ୟ ପ୍ରଦାନ କରାଯାଉଥିବା ଲାଲ୍‌ଚାନ୍ଦ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଲାଲ୍‌ଚାନ୍ଦ୍‌ ପ୍ରାରମ୍ଭରୁ ଗ୍ରାହକ ସଚେତନତା ପାଇଁ ସର୍ବଦା ମିଡିଆ ଅଭିଯାନ ଚଳାଇଆସୁଛି। ବର୍ତ୍ତମାନ ଅନ୍ୟ ଜୁଏଲର୍ସମାନେ ମୂଳ ଗଢ଼ା ମଜୁରିକୁ ଲୁଚାଇ ବର୍ଦ୍ଧିତ ଗଢ଼ା ମୂଲ୍ୟ ଉପରେ ୨୫% ଓ ୫୦% ଭଳି ରିହାତି ପ୍ରଦାନ କରୁଛନ୍ତି। ତେଣୁ ଏପରି ମିଛ ଅଫରଠାରୁ ଦୂରେଇ ରହିବା ସହ ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ଉପରେ ଲାଲ୍‌ଚାନ୍ଦ୍‌ ଗୁରୁତ୍ୱ ଦେଇଆସୁଛି ବୋଲି ଲାଲ୍‌ଚାନ୍ଦ୍‌ ଗ୍ରୁପର ଫାଉଣ୍ଡର ଚେୟାରମ୍ୟାନ୍‌ ସଞ୍ଜୟ ହଂସ ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri