ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି କାର୍ଯ୍ୟକ୍ରମ

ଭୁବନେଶ୍ୱର,୧।୧୧: ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି ଲକି ଡ୍ରର ତୃତୀୟ ଦିିନରେ କଟକ ଷ୍ଟୋର୍‌ ପାଇଁ ଲକି ଡ୍ର କାର୍ଯ୍ୟକ୍ରମ କଟକ କ୍ଲବ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେତା ଭାବେ ଜଣେ କାର୍‌, ଦୁଇ ଜଣ ବାଇକ୍‌ ଜିତିଥିବା ବେଳେ ୮ ଜଣ ଲକ୍ଷପତି ହୋଇଛନ୍ତି। ରବିବାର କଟକ ଷ୍ଟୋର୍‌ର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଲାଲଚାନ୍ଦର ଫାଉଣ୍ଡର୍‌ ଚେୟାରମ୍ୟାନ୍‌ ସଞ୍ଜୟ ହଂସ, ଅଭିନେତା କୁନା ତ୍ରିପାଠୀ, ଆକାଶ ଦାସନାୟକ ଓ ଅଭିନେତ୍ରୀ ଭୂମିକା ଦାଶ ପ୍ରମୁଖ ଉପସ୍ଥିତ ରହି ବିଜେତାଙ୍କୁ ସମ୍ମାନିତ କରିଥିଲେ। ଏହି ଲକି ଡ୍ର ଉତ୍ସବରେ କଟକର ଅଚ୍ୟୁତାନନ୍ଦ ଆଚାର୍ଯ୍ୟ କାର୍‌ ଜିତିଥିଲାବେଳେ କଟକର ସଞ୍ଜୟ ରଥ ଓ ବି.ସି. ଜେନା ଗୋଟିଏ ଗୋଟିଏ ବାଇକ୍‌ ଜିତିଛନ୍ତି। ଏହାସହ ଅନୁଗେଳର ସିଦ୍ଧି ସୌଜନ୍ୟ ସାହୁ, ଯାଜପୁରର ଜ୍ଞାନରଞ୍ଜନ ସାହୁ, କଟକର ପବିତ୍ର ମୋହନ ମହାନ୍ତି, ସେଖ୍‌ ମେହବୁବ ଅଲ୍ଲି, ସିମରନ ସ୍ବାଇଁ, କେନ୍ଦୁଝରର ଶୁଭଲକ୍ଷ୍ମୀ ଓ ଜଗତସିଂହପୁରର ଦିଲୀପ କୁମାର ସାହୁ ଲକ୍ଷପତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri