ଲାଲ୍‌ଚାନ୍ଦ୍‌ର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର

ଭୁବନେଶ୍ୱର,୩।୫:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ରିହାତି ଆଣିଛି। ଏହି କ୍ରମରେ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା ଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୭୯୯ ଟଙ୍କା ଥିବାବେଳେ ହୀରା ଗହଣା ଉପରେ ଶୂନ୍ୟ (୦) ଗଢ଼ା ମଜୁରି ରଖାଯାଇଛି, ଅର୍ଥାତ୍‌ ବିନା ଗଢ଼ା ମଜୁରିରେ ଆପଣ ହୀରା ଗହଣା କ୍ରୟ କରିପାରିବେ। ଏଥିସହ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ପ୍ରତି ଗ୍ରାମକୁ ଫ୍ଲାଟ୍‌ ୧୩ ଟଙ୍କା ଧାର୍ଯ୍ୟ କରାଯାଇଛି। ଏହି ସମସ୍ତ ଅଫର ୨୦୨୪ ମେ ୧୨ ପର୍ଯ୍ୟନ୍ତ ଉପଲବ୍ଧ।
ଲାଲ୍‌ଚାନ୍ଦ୍‌ର ସମସ୍ତ ଷ୍ଟୋରରେ ଏସ୍‌ବିଆଇ କାର୍ଡ ଉପଭୋକ୍ତାଙ୍କ ପାଇଁ ବିଶେଷ ଅଫର୍‌ ରଖାଯାଇଛି। ସର୍ବନିମ୍ନ ୩୦ହଜାର ଟଙ୍କାର ନେଣଦେଣ ଉପରେ ସର୍ବାଧିକ ୨,୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍‌ ଅଫର ରଖାଯାଇଛି। ଏହି ଅଫର ୨୦୨୪ ମେ ୫ରୁ ୧୨ ପର୍ଯ୍ୟନ୍ତ ବୈଧ ରହିଛି। ଏଥିସହ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ୍‌ ଉପରେ ୧୦୦% ସୁନା ମୂଲ୍ୟ ପ୍ରଦାନ କରାଯାଉଥିବା ଲାଲଚାନ୍ଦ୍‌ ପକ୍ଷରୁ ସୂଚନା ଦିଆଯାଇଛି।
ସମ୍ପ୍ରତି ଦେଶରେ ସୁନାର ଦର ଅଧିକ ରହିଛି।
ଏ ନେଇ ଲାଲଚାନ୍ଦ୍‌ ଗ୍ରୁପ୍‌ର ଫାଉଣ୍ଡର ଚେୟାରମ୍ୟାନ୍‌ ସଞ୍ଜୟ ହଂସ ଆଗାମୀ ଅକ୍ଷୟ ତୃତୀୟା ଉପଲକ୍ଷେ ସଭିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri