ଲଳିତ ଦାସ ରାଜ୍ୟ ପ୍ରିଣ୍ଟିଂ ପ୍ରେସ୍‌ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍‌ ଓଡ଼ିଆ ଆଇପିଏସ୍‌ ଅଫିସର ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ, ଷ୍ଟେସନେରି ଓ ପବ୍ଲିକେଶନ୍‌ ନିର୍ଦ୍ଦେଶକ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏ ନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଦୀର୍ଘ ୭ ମାସ ପରେ ଲଳିତଙ୍କୁ ନୂଆ ନିଯୁକ୍ତି ମିଳିଛି। ଗତ ଏପ୍ରିଲରେ ରାଜ୍ୟ ସରକାର ତାଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ ପଦରୁ ହଟାଇ ଗୃହ ବିଭାଗର ଓଏସ୍‌ଡି ଭାବେ ନିଯୁକ୍ତି ଦେଇଥିଲେ । ଆଇପିଏସ୍‌ ଅଫିସର ବି.କେ. ଶର୍ମା ଅକ୍ଟୋବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ସେହି ପଦବୀରେ ଲଳିତଙ୍କୁ ନିଯୁକ୍ତି ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ସରକାରୀ ମେଡିକାଲ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri