ପଦଯାତ୍ରା କରି ପ୍ରଚାର ଆରମ୍ଭ କଲେ ଲଳିତା

କେସିଙ୍ଗା,୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନରୁ ବିଜେଡି ଲଳିତା ନାଏକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ସାଗର ଚରଣ ଦାଶଙ୍କୁ ଟିକେଟ ଦେଇଛି। ଭାଜପା ବିଧାୟକ ପ୍ରଦୀପ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି। ଭବାନୀପାଟଣା ବିଧାନସଭ ସଭା ଆସନରେ ୩ ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

କେସିଙ୍ଗାର ବିଭିନ୍ନ ଅଞ୍ଚଳରେ ବିଜେଡି ପକ୍ଷରୁ ଗାଁ ଗାଁରେ ପଦଯାତ୍ରା କରି ପ୍ରଚାର କରୁଛି। ବିଭିନ୍ନ ଗ୍ରାମରେ ମହିଳା ଗୋଷ୍ଠୀ, ମିଶନ ଶକ୍ତି ମହିଳା, ଯୁବକଯୁବତୀମାନେ ଲଳିତାଙ୍କୁ କଳସ ସ୍ଥାପନ କରି ପୁଷ୍ପମାଳା ଦେଇ ସ୍ବାଗତ ଓ ସମ୍ବର୍ଦ୍ଧନା ମଧ୍ୟ କରୁଛନ୍ତି। କେସିଙ୍ଗା ବ୍ଲକ ଓ ଏନଏସି ସମେତ ୧୭ଟି ପଞ୍ଚାୟତ ଓ ଭବାନୀପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ଗ୍ରାମକୁ ବିଜେଡି କର୍ମୀମାନେ ଉତ୍ସାହର ସହିତ ଲୋକଙ୍କ ସହିତ ଯୋଡି ହୋଇ ପ୍ରଚାରରେ ଆଗୁଆ ଅଛନ୍ତି। ନବୀନ ପଟ୍ଟନାୟକଙ୍କୁ ପୁଣି ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଦଳୀୟ କର୍ମକର୍ତ୍ତା ଲାଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri