Posted inଜାତୀୟ

ଆଜି ସିଙ୍ଗାପୁରରେ ହେବ ଲାଲୁଙ୍କ କିଡ୍‌ନୀ ପ୍ରତିରୋପଣ

ପାଟନା,୫ ।୧୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ସୋମବାର ସିଙ୍ଗାପୁରରେ କିଡନୀ ପ୍ରତିରୋପଣ ହେବାକୁ ଯାଉଛି । ଝିଅ ରୋହିଣୀ ଆଚାର୍ଯ୍ୟ ତାଙ୍କୁ କିଡନୀ ଦେବେ । ଏହାକୁ ନେଇ ରୋହିଣୀ ପ୍ରତି ମୁହୂର୍ତ୍ତର ଅପଡେଟ ଦେବା ସହ କିଛି ଫଟୋ ବି ଶେୟାର କରୁଛନ୍ତି । କେତେବେଳେ ହସ୍ପିଟାଲର ତ ପୁଣି କେତେବେଳେ ଏୟାରପୋର୍ଟର ଫଟୋ ଶେୟାର କରି ରୋହିଣୀ ଏହାକୁ ନେଇ ସୂଚନା ଦେଉଛନ୍ତି । ସୋମବାର ଅପରେଶନ ପୂର୍ବରୁ ରୋହିଣ ପୁଣି ଏକ ଫଟୋ ଶେୟାର କରିଛନ୍ତି ।
ରୋହିଣି ଏଥର ଦୁଇଟି ଫଟୋ ଶେୟାର କରିଛନ୍ତି, ଯାହା ହସ୍ପିଟାଲର । ଏମାନେ ହସ୍ପିଟାଲରେ ଭର୍ତ୍ତି ହୋଇ ସାରିଛନ୍ତି । ସିଙ୍ଗାପରର ମାଉଣ୍ଟ ଏଲିଜାବେଥ ହସ୍ପିଟାଲରେ ଲାଲୁ ଯାଦବଙ୍କ କିଡନୀ ଟ୍ରନ୍ସପ୍ଲାଣ୍ଟ କରାଯିବ । ସୋମବାର ଅପରେଶନ ପୂର୍ବରୁ ରୋହିଣୀ ଫଟୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ‘ରେଡି ଟୁ ରକ ଆଣ୍ଡ ରୋଲ, ୱିଶ ମି ଦ ଗୁଡ ଲକ’ । ରୋହିଣୀଙ୍କ ଏହି ସାହସକୁ ଦେଖି ଟୁଇଟରରେ ଲୋକେ ତାଙ୍କୁ ଶୁଭକାମନା ଜଣାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri