Posted inଜାତୀୟ

ଲାଲୁ-ରାବ୍ରି-ମିସା ଭାରତୀଙ୍କୁ ଜାମିନ…

ନୂଆଦିଲ୍ଲୀ,୧୫।୩ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ତାଙ୍କ ସ୍ତ୍ରୀ ରାବ୍ରି ଦେବୀ ଏବଂ ସେମାନଙ୍କ ଝିଅ ଏବଂ ଆରଜେଡି ସାଂସଦ ମିସା ଭାରତୀ ଜମି ବଦଳରେ ଚାକିରି ମାମଲାରେ ଜାମିନ ପ୍ରଦାନ କରାଯାଇଛି। ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀଙ୍କୁ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି।

ରେଳ ଚାକିରି ବଦଳରେ ଜମି ମାମଲାରେ ତିନିଜଣ ଅଭିଯୁକ୍ତ ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଶୁଣାଣି ଆରମ୍ଭ ହେବା ପରେ ସମସ୍ତ ଅଭିଯୁକ୍ତ ହାତ ଉଠାଇ କୋର୍ଟରେ ବିଚାରପତିଙ୍କ ସମ୍ମୁଖରେ ହାଜର ହୋଇଥିବା ଦର୍ଶାଇ ଥିଲେ।

ଏହା ପରେ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀ କୋର୍ଟରେ ଜାମିନ ଆବେଦନ କରିଥିଲେ। ଏହି ତିନିଜଣଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ବ୍ୟକ୍ତିଗତ ବଣ୍ଡରେ ଜାମିନ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ସିଜେଆଇଙ୍କୁ ପୂର୍ବତନ ବିଚାରପତିଙ୍କ ଚିଠି…

ନୂଆଦିଲ୍ଲୀ, ୧୫।୬ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି, ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସମେତ ୧୨ ଜଣ ବ୍ୟକ୍ତି ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନ...

୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ...

ଗୁଲାମ ନବୀଙ୍କୁ ଝଟ୍‌କା: କଂଗ୍ରେସରେ ସାମିଲ ହେଲେ ଦଳର ୩୦ସଦସ୍ୟ

ଶ୍ରୀନଗର,୧୭।୧: ଗୁଲାମ ନବୀ ଆଜାଦଙ୍କ ନେତୃତ୍ୱାଧୀନ ଡେମୋକ୍ରାଟିକ୍‌ ଆଜାଦ ପାର୍ଟି (ଡିଏପି)କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ମହାସଚିବ ନିଜାମୁଦ୍ଦିନ ଖତାନା ଏବଂ...

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।...

କୃଷକ-ଅଗ୍ନିବୀର ଆନ୍ଦୋଳନରେ ମାଓବାଦୀ ହୋଇଥିଲେ ସାମିଲ, ସଂଗଠନ ପକ୍ଷରୁ ଦାବୀ…

ନୂଆଦିଲ୍ଲୀ, ୧୯।୯ : ଭାରତରେ ନିଷିଦ୍ଧ ହୋଇଥିବା ସଂଗଠନ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ ମାଓବାଦୀ ସିପିଆଇ (ଏମ) ଦେଶରେ ନିଜର ପ୍ରଭାବ ବଜାୟ ରଖିବାକୁ...

ଶୋଷ ମେଣ୍ଟିବାକୁ ପାଣି ନାହିଁ, ଆତ୍ମହତ୍ୟା ପାଇଁ ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ଗୁହାରିକଲେ ପରିବାର

ଲକ୍ଷ୍ନୌ, ୧୭।୬: ସାରା ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ବିହାରରେ ଅଂଶୁଘାତରେ ୭୩ ଜଣଙ୍କ ପ୍ରାଣ ଗଲାଣି। ବିଭିନ୍ନ ସ୍ଥାନରେ ପାଣି ସମସ୍ୟା ଦେଖାଦେଇଛି।...

କୁମାରସ୍ବାମୀ ସରକାରଙ୍କ ସ୍ଥିତି ଟଳମଳ: ଗୁରୁବାର ଭାଗ୍ୟ ନିର୍ଦ୍ଧାରଣ

ବେଙ୍ଗାଲୁରୁ,୧୭।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଛି। କଂଗ୍ରେସ-ଜେଡିଏସ ମେଣ୍ଟର ୧୫ ବିଧାୟକ ଇସ୍ତଫା ଦେବାପରେ ରାଜନୀତି ଗୋଳିଆ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ଭାଗ୍ୟ ଏବେ...

କେବିସି-୧୧: କୃଷକଙ୍କ ପୁଅ ହେଲେ ପ୍ରଥମ କୋଟିପତି

ନୂଆଦିଲ୍ଲୀ,୧୧।୯: ଟେଲି ଦୁନିଆର ଲୋକପ୍ରିୟ ରିଏଲିଟି ଶୋ’ ‘କୌନ ବନେଗା କରୋଡ଼ପତି’ ୧୧ତମ ସଂସ୍କରଣର ପ୍ରଥମ କୋଟିପତି ହୋଇଛନ୍ତି ଜଣେ କୃଷକଙ୍କ ପୁଅ। ବିହାରର ସରୋଜ...

Advertisement
Archives

Model This Week