Posted inଜାତୀୟ

ଲାଲୁ ଚିକିତ୍ସା ପାଇଁ ଯିବେ ସିଙ୍ଗାପୁର, ମିଳିଲା କୋର୍ଟଙ୍କ ଅନୁମତି…

ପାଟନା, ୨୮।୯ : ଆଇଆରସିଟିସି ସ୍କାମ ମାମଲାରେ ଅଭିଯୁକ୍ତ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଚିକିତ୍ସା ପାଇଁ ସିଙ୍ଗାପୁର ଯିବାକୁ ଅନୁମତି ଦିଆଯାଇଛି। ଲାଲୁ ଯାଦବଙ୍କୁ ଅକ୍ଟୋବର ୧୦ ରୁ ୨୫ ପର୍ଯ୍ୟନ୍ତ ସିଙ୍ଗାପୁରରେ ଚିକିତ୍ସା କରିବାକୁ ଅନୁମତି ଦିଆଯାଇଛି।

ତାଙ୍କୁ ରାଉସ ଆଭେନ୍ୟୁ କୋର୍ଟ ଏହି ଅନୁମତି ଦେଇଛନ୍ତି। ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଗତ କିଛି ବର୍ଷ ଧରି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସହିତ ଜଡ଼ିତ ଅଛନ୍ତି। ତାଙ୍କଠାରେ ମଧୁମେହ, ରକ୍ତଚାପ, ହୃଦ ରୋଗ, ପ୍ରୋଷ୍ଟେଟ ବୃଦ୍ଧି, ୟୁରିକ ଏସିଡ ବୃଦ୍ଧି, କିଡନୀ ସମ୍ବନ୍ଧୀୟ ସମସ୍ୟା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri