ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର, ଚେତାବନୀ ଦେଲା ମାଲେସିଆ …

କୁଆଲାଲ୍‌ମ୍ପୁର,୭।୭: ପେରୁରେ ଦେଖାଦେଇଥିବା ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର। ଏନେଇ ମାଲେସିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଇତିମଧ୍ୟରେ ବ୍ରିଟେନରେ ୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଲାମ୍ବ୍‌ଡା ଭାରିଆଣ୍ଟ୍‌ ବର୍ତ୍ତମାନ ସୁଦ୍ଧା ୩୦ରୁ ଅଧିକ ଦେଶକୁ ବ୍ୟାପିଛି। ମେ-ଜୁନ୍‌ରେ ପେରୁରେ ୮୨ ପ୍ରତିଶତ ଆକ୍ରାନ୍ତଙ୍କଠାରେ ଲାମ୍ବ୍‌ଡା ଭାରିଆଣ୍ଟ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଦକ୍ଷିଣ ଆମେରିକା ଦେଶ ଚିଲିରେ ଲାମ୍ବ୍‌ଡା ଭାରିଆଣ୍ଟ୍‌ର ୩୨ ପ୍ରତିଶତ ଆକ୍ରାନ୍ତ ରହିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଧ୍ୟ ଲାମ୍ବ୍‌ଡା ଭାରିଆଣ୍ଟ୍‌କୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହା ଦ୍ୱାରା ବିପଦ ପୁଣି ଘନେଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri