ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ ଚାଲିଛି। ଏହି ଚଢ଼ାଉରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ଟିମ୍‌। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି। ତଦନ୍ତ ପରେ ସମ୍ପତ୍ତି ଆକଳନ କରାଯିବ ବୋଲି କହିଛି ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?