ଧାନକିଣା ବନ୍ଦ କଲେ ଲ୍ୟାମ୍ପ୍‌ସ କର୍ମଚାରୀ

ଚମ୍ପୁଆ,୨୮।୧(ଡି.ଏନ.ଏ) ଉପଯୁକ୍ତ ମାସ ଦିଆ ନ ଯିବାରୁ ଧାନ କିଣା ସମୟରେ ହଇରାଣ ହେଉଥିବା ଅଭିଯୋଗରେ ଚମ୍ପୁଆ ଲ୍ୟାମ୍ପସର ସମସ୍ତ କର୍ମଚାରୀ ଧାନକିଣା ବନ୍ଦ କରିଛନ୍ତି। ଏ ନେଇ ସହକାରୀ ନିବନ୍ଧକ ସମବାୟସମିତି ସମୁହ, ପ୍ରଶାସକ, ଚମ୍ପୁଆ ଲ୍ୟାମ୍ପ ସମେତ ସହକାରୀ ବେସାମରିକ ଯୋଗାଣ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।
ଅନୁଯାୟୀ, ଧାନକ୍ରୟ ପାଇଁ ଦିଆଯାଉଥିବା ଟୋକନ ଅନୁପାତରେ ଟାର୍ଗଟେ ଦିଆଯାଉ ନ ଥିବା, ଟୋକନ ପାଇଥିବା ତଥା ଟୋକନ ତାରିଖରେ ଚାଷୀମାନେ ଧାନକିଣା କେନ୍ଦ୍ରକୁ ଧାନଆଣି ହୀନସ୍ତା ହେଉଥିବା ସହିତ ଧାନ ରଖିବା ପାଇଁ ଆବଶ୍ୟକ ସ୍ଥାନର ଅଭାବ ଦେଖାଦେଉଛି। ଏପରିକି ୫୩ ଚାଷୀଙ୍କ ଧାନକିଣା ବାବଦକୁ ୩୦୦୦ କୁଇଣ୍ଟାଲର ଟୋକନ ଅବଧି ରହିଥିବା ବେଳେ ୧୦୦୦ କୁଇଣ୍ଟାଲ ଟାର୍ଗେଟ ଦିଆଯାଉଛି। ଗତ ୨୫ ତାରିଖରେ ୭୩ ଜଣ ଟୋକନଧାରୀଙ୍କୁ ୨୯୪୩ କୁଇଣ୍ଟାଲ ଧାନ କ୍ରୟ ପାଇଁ ଟୋକନ ଦିଆଯାଇଥିବା ବେଳେ ମାତ୍ର ୯୦୦ କୁଇଣ୍ଟାଲ ପାଇଁ ଟାର୍ଗଟ ଆସିଥିଲା। ଫଳରେ ଧାନକ୍ରୟ କେନ୍ଦ୍ର ଗୁଡିକରେ ଚାଷୀ ଓ ଲ୍ୟାମ୍ପ କର୍ମଚାରୀଙ୍କ ମଧ୍ୟରେ ମୁହଁାମୁହଁି ପରିସ୍ଥିତି ଦେଖିବାକୁ ମିଳିଥିବା ବେଳେ ଧାନ ନ କିଣିଲେ ଛାଡିବୁ ନହଁି ବୋଲି ଚାଷୀ ଅଡି ବସିବାରୁ ବାଧ୍ୟହୋଇ ରାତିପର୍ଯ୍ୟନ୍ତ ଧାନ କିଣିବାକୁ ପଡିଥିଲା। ଫଳରେ ୨୭ ତାରିଖ ଗୁରୁବାର ଠାରୁ ଧାନ କିଣା ବନ୍ଦ ରଖାଯାଇଛି ବୋଲି ବ୍ରାଞ୍ଚ ମ୍ୟାନେଜର ଯୋଗେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri