ମୁନ୍ଦ୍ରା-ପାନିପତ ପାଇପ୍‌ ଲାଇନ୍‌ ପାଇଁ ଜମି ଅଧିଗ୍ରହଣ ଆରମ୍ଭ…

ନୂଆଦିଲ୍ଲୀ, ୧୩।୯ : ଅଶୋଧିତ ତୈଳ ପାଇପଲାଇନ ପାଇଁ କେନ୍ଦ୍ର ସରକାର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଗୁଜରାଟର କଚ୍ଛ ଜିଲାର ଚୁଡୱା ଠାରୁ ଅଶୋଧିତ ତୈଳ ପାଇପଲାଇନ ବିଛାଇବା ଲାଗି ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ କାର୍ଯ୍ୟ ଆରମ୍ଭ କରିବ। ଗତ ସପ୍ତାହରେ ରାଜସ୍ଥାନର ବିଭିନ୍ନ ଜିଲାରେ ଜମି ଅଧିଗ୍ରହଣ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଏକ ଘୋଷଣା କରାଯାଇଥିଲା। ଏହି ପାଇପଲାଇନ ରାଜସ୍ଥାନର ନାଗୌର, ଜାଲୋର, ଝୁନୁଞ୍ଜୁନୁ, ସିକର, ଯୋଧପୁର ଏବଂ ପାଲି ଜିଲା ଦେଇ ଯିବ।

ଗୁଜରାଟର ମୁନ୍ଦ୍ରାରୁ ହରିୟାଣାର ପାନିପତ ପର୍ଯ୍ୟନ୍ତ ଏକ ନୂତନ ଅଶୋଧିତ ତୈଳ ପାଇପଲାଇନ ନିର୍ମାଣ ପାଇଁ କେନ୍ଦ୍ର ସରକାର ୯,୦୨୮ କୋଟି ଟଙ୍କା ବିନିଯୋଗ କରିବେ। ବାର୍ଷିକ ୧୭.୫ ନିୟୁତ ଟନ କ୍ଷମତା ବିଶିଷ୍ଟ ମୁନ୍ଦ୍ରା-ପାନିପତ ପାଇପଲାଇନ ବ୍ୟବସ୍ଥା ପାଇଁ ଇଣ୍ଡିଆନ ଓଏଲ ନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପ ପାନିପତ ରିଫାଇନାରୀର କ୍ଷମତା ବାର୍ଷିକ ୧୫ ନିୟୁତ ଟନ ରୁ ୨୫ ନିୟୁତ ଟନକୁ ବୃଦ୍ଧି ଯୋଗୁ ଅଶୋଧିତ ତୈଳର ବର୍ଦ୍ଧିତ ଆବଶ୍ୟକତାକୁ ପୂରଣ କରିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri