ଜମିଜମା ବିବାଦକୁ ନେଇ ସଂଘର୍ଷ, ଦୁଇ ଗୁରୁତର

ବାଲେଶ୍ୱର ଅଫିସ,୨୧ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁରେ ଜମିଜମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ସହ ଘର ଭଙ୍ଗାରୁଜା ଓ ଲୁଟ୍‌ ପାଟ ହୋଇଛି । ବିପକ୍ଷ ଗୋଷ୍ଠୀର ଖଣ୍ଡା ଏବଂ ଠେଙ୍ଗାମାଡ଼ରେ ଦୁଇ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତରମାନେ ହେଲେ ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡି ଗାଁର ସେକ୍‌ ଅସ୍‌ରୁଲ ଓ ସେକ୍‌ କମରୁଲ । ଗୁରୁବାର ପୂର୍ବାହ୍ନରେ ପୂର୍ବ ଶତ୍ରୁତା ଓ ଜମିଜମା ବିବାଦରୁ ୩୦ରୁ ୪୦ ଜଣ ଲୋକ ସେକ୍‌ ଅସ୍‌ରୁଲ ଓ ସେକ୍‌ କମ୍‌ରୁଲଙ୍କ ଘର ଉପରକୁ ଆକ୍ରମଣ କରିଥିଲେ। ଫଳରେ ଦୁର୍ବୃତ୍ତମାନେ ଉଭୟଙ୍କ ଘର ଓ ଆସବାବପତ୍ରକୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଦେଇଥିବା ବେଳେ ପଡ଼ୋଶୀ ଭଡ଼ାଟିଆ ମଧ୍ୟ ଆକ୍ରମଣକାରୀଙ୍କ କବଳରୁ ବାଦ୍‌ ପଡ଼ି ନ ଥିଲେ। ଘରେ ପଶି ଦୁର୍ବୃତ୍ତମାନେ ସୁନା ଗହଣା ଓ ନଗଦ ଟଙ୍କା ଲୁଟି ନେଇ ଥିବା ଚାନ୍ଦିପୁର ଥାନାରେ ଅଭିଯୋଗ ହୋଇଛି। ତେବେ ଦୁଇ ମାସ ପୂର୍ବରୁ ଘଟଣାର ସୂତ୍ରପାତ ଘଟିଥିବା ବେଳେ ଆଜି ପୁଣି ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଅନ୍ୟପଟେ ଚାନ୍ଦିପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି...

‘୫ ବର୍ଷରେ ଓଡ଼ିଶା ଦ୍ରୁତ ଅଭିବୃଦ୍ଧି କରିଛି’

ଭୁବନେଶ୍ୱର,୬।୩(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଗତ ୫ବର୍ଷ ଭିତରେ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି। ଆମ ଯୁବଗୋଷ୍ଠୀଙ୍କ ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କୁ...

ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ

ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ...

ନବୀନଙ୍କ ଜନ୍ମଦିନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ପାଟଣା,୧୬ା୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ ଅବସରରେ ଓଡ଼ିଶା ମୋ’ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ରବିବାର...

ଆଜି ଉଠିବ ମହାଦୀପ

ଆରଡ଼ି, ୨୪।୧୦ (ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଦୀପାବଳିରେ ମହାଦୀପ ଉଠିବା ପରମ୍ପରା ରହିଛି। ଚଳିତବର୍ଷ ସୋମବାର ମହାଦୀପ ମନ୍ଦିର ଚୂଡ଼ାକୁ...

ଆହୁରି ୪ ଦିନ ବର୍ଷିବ

ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ...

ଭିଜିଲାନ୍ସ ଜାଲରେ ଆର୍‌ବି ଡିଭିଜନ କିରାଣି

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍‌ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ...

ଆଜି ବିଜୟା ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ। ଆଜି ମହିଷାସୁରକୁ...

Advertisement
Archives

Model This Week