Posted inଜାତୀୟ

ଲାଲୁଙ୍କ ବିରୋଧରେ ମାମଲା ପରିଚାଳନା କରିବାକୁ ସିବିଆଇକୁ ଅନୁମତି ଦେଲା କେନ୍ଦ୍ର

ନୂଆଦିଲ୍ଲୀ,୧୨।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ମଙ୍ଗଳବାର ଏକ ବଡ ଝଟକା ଲାଗିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଷ୍ଟ୍ରିୟ ଜନତା ଦଳ ଅଧ୍ୟକ୍ଷଙ୍କ ବିରୋଧରେ ମାମଲା ପରିଚାଳନା କରିବାକୁୁ ସିବିଆଇକୁ ଅନୁମତି ଦେଇଛି। ସିବିଆଇ ଦିଲ୍ଲୀର ରୌଜ୍‌ ଏଭେନ୍ୟୁ କୋର୍ଟକୁ ସୂଚନା ଦେଇଛି ଯେ, ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବିରୋଧରେ ହୋଇଥିବା ଜମି ବଦଳରେ ଚାକିରି ଦେବା ମାମଲାରେ ଏକ ନୂତନ ଚାର୍ଜଶିଟ ସମ୍ବନ୍ଧରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରୁ ମଞ୍ଜୁରୀ ମିଳିଛି।

ସିବିଆଇ କହିଛି ଯେ, ତଥାପି ଏହି ୩ ରେଳ ଅଧିକାରୀଙ୍କ ବିରୋଧରେ ଏପର୍ଯ୍ୟନ୍ତ ମଞ୍ଜୁରୀ ମିଳିନାହିଁ। ଏକ ସପ୍ତାହ ମଧ୍ୟରେ ଅବଶିଷ୍ଟ ମଞ୍ଜୁରୀ ମିଳିବା ନେଇ ଆଶା କରାଯାଉଛି ବୋଲି ସିବିଆଇ କହିଛି। ଏହି ସମୟ ମଧ୍ୟରେ ସେପ୍ଟେମ୍ବର ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?