ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ଏଣିକି ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କରିବାର କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା ମଧ୍ୟ ତହସିଲଦାରଙ୍କୁ ମିଳିଛି। ଏହି ନିଷ୍ପତ୍ତି ଫଳରେ ଜମି ମାମଲାରେ ଆଉ ରାଜସ୍ବ ପର୍ଷଦ (Revenue Board) କିମ୍ବା ଅନ୍ୟାନ୍ୟ ରିଭିଜନ କୋର୍ଟରେ ଅପିଲ କରିବାର ଆବଶ୍ୟକତା ପଡ଼ିବ ନାହିଁ।

ଏହା ପୂର୍ବରୁ ରାଜ୍ୟରେ ଜମି କିଣାବିକାକୁ ସରଳ କରିବା ଉଦ୍ଦେଶ୍ୟରେ ତହସିଲ ଅଫିସରେ ସବରେଜିଷ୍ଟ୍ରି ଅଫିସର ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲ ଏବଂ ଡିସେମ୍ବର ସୁଦ୍ଧା ମୋଟ୍ ୨୭୩ଟି ତହସିଲ ଅଫିସରେ ଏହି ସେବା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି।…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି…

ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ

ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ ।…

ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆଗକୁ ଆସିଲା ବିଜେଡି: ପୋଲିସ ସହିତ ମୁହାଁମୁହିଁ ପରେ…

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ସ୍ବାମୀ, ରାସ୍ତାରେ ଯାଉଥିବା ଦମ୍ପତିଙ୍କୁ ବି କଲେ ଗୁଳିମାଡ଼, ଅଞ୍ଚଳରେ ଆତଙ୍କ

ଫୁଲବାଣୀ, ୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଛାପଡ଼ା ଥାନା କଟାପଙ୍ଗା ଗାଁରେ ଜଣେ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟାକାରୀ କେହି ନୁହେଁ ଖୋଦ୍‌…

ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇଙ୍କ ଆତ୍ମହତ୍ୟା, କାରଣ ଜାଣିଲେ….

ଜଳେଶ୍ୱର,୧୦।୩ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଟ୍ରେନ ଆଗକୁ ଡେଇଁ ଶାଳୀ ଓ…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri