ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ଏଣିକି ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କରିବାର କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା ମଧ୍ୟ ତହସିଲଦାରଙ୍କୁ ମିଳିଛି। ଏହି ନିଷ୍ପତ୍ତି ଫଳରେ ଜମି ମାମଲାରେ ଆଉ ରାଜସ୍ବ ପର୍ଷଦ (Revenue Board) କିମ୍ବା ଅନ୍ୟାନ୍ୟ ରିଭିଜନ କୋର୍ଟରେ ଅପିଲ କରିବାର ଆବଶ୍ୟକତା ପଡ଼ିବ ନାହିଁ।

ଏହା ପୂର୍ବରୁ ରାଜ୍ୟରେ ଜମି କିଣାବିକାକୁ ସରଳ କରିବା ଉଦ୍ଦେଶ୍ୟରେ ତହସିଲ ଅଫିସରେ ସବରେଜିଷ୍ଟ୍ରି ଅଫିସର ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲ ଏବଂ ଡିସେମ୍ବର ସୁଦ୍ଧା ମୋଟ୍ ୨୭୩ଟି ତହସିଲ ଅଫିସରେ ଏହି ସେବା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦ: ଆଜି ବସିବ ଓଡ଼ିଶା-ଛତିଶଗଡ଼ର ମିଳିତ ବୈଷୟିକ କମିଟି ବୈଠକ

ଭୁବନେଶ୍ୱର,୫ା୧୨: ଦୀର୍ଘ ଦିନର ମହାନଦୀ ଜଳ ବଣ୍ଟନ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ଉଦ୍ୟମ ଜାରି ରଖି ଓଡ଼ିଶା ଏବଂ ଛତିଶଗଡ଼ ସରକାରଙ୍କ ମିଳିତ ବୈଷୟିକ...

ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବିଳମ୍ବ ଓ ବାତିଲ: ବିନା ଖାଦ୍ୟରେ ୧୨ ଘଣ୍ଟା…

ନୂଆଦିଲ୍ଲୀ,୫ା୧୨: ଭାରତର ବୃହତ୍ତମ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋରେ ଅପରେସନାଲ ସମସ୍ୟା ହେତୁ ସାରା ଦେଶର ବିମାନବନ୍ଦରଗୁଡ଼ିକରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଏହି ସମସ୍ୟା...

ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହେବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ...

“କୋଟି କୋଟି ଲୋକଙ୍କ ପାଇଁ ପ୍ରେରଣା”: ପୁଟିନଙ୍କୁ ଭଗବଦ୍ ଗୀତା ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ

ନୂଆଦିଲ୍ଲୀ,୫ା୧୨: ଦୁଇ ଦିନିଆ ଭାରତ ଗସ୍ତରେ ଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଗବଦ୍ ଗୀତାର ରୁଷିଆ ସଂସ୍କରଣର ଏକ କପି...

ଏହି ପକ୍ଷୀର ଅଣ୍ଡା ଖାଆନ୍ତି ପୁଟିନ୍‌: ଆଶ୍ଚର୍ଯ୍ୟ କରିଦେବ ରୁଷିଆ ରାଷ୍ଟ୍ରପତିଙ୍କ ଡାଏଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ବହୁତ ଚର୍ଚ୍ଚା ସୃଷ୍ଟି କରିଛି। ଲୋକମାନେ ପ୍ରାୟତଃ ପୁଟିନଙ୍କ ବୟସ ବିଷୟରେ ଦ୍ୱନ୍ଦ୍ୱରେ ଥାଆନ୍ତି। ତାଙ୍କୁ...

ବାରବାଟୀ ଟି୨୦ ପାଇଁ ଆଜିଠୁ ଅଫଲାଇନ ଟିକେଟ ବିକ୍ରି: ରାତିରୁ ଅସମ୍ଭାଳ ଭିଡ଼

କଟକ,୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଜିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି ଆରମ୍ଭ ହେବ। ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଅସମ୍ଭାଳ ଭିଡ଼ ଦେଖାଯାଇଛି। ଦିନ ୯ଟାରୁ ଟିକେଟ...

ଗାନ୍ଧୀ ବିରୋଧୀ ମନ୍ତବ୍ୟକୁ ନେଇ ଝଡ଼: ୯ ଥରରେ ୧ ଘଣ୍ଟା ୩୩ ମିନିଟ୍‌ ଗୃହ ମୁଲତବୀ

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ମହାତ୍ମା ଗାନ୍ଧୀ ଦେଶ ବିଭାଜନକାରୀ ବୋଲି ଭାଜପା ବିଧାୟକ ସନ୍ତୋଷ ଖଟୁଆ କହିଥିବା ଅଭିଯୋଗ କରି ଗୃହ ବାହାରେ ବିରୋଧୀ ଝଡ଼ ସୃଷ୍ଟି କରିଛନ୍ତି।...

ଆମେ ଯୁଦ୍ଧ ଆରମ୍ଭ କରିନାହୁଁ, ଲକ୍ଷ୍ୟ ପୂରଣ ହେଲେ ଶେଷ କରିବୁ: ପୁଟିନ

ନୂଆଦିଲ୍ଲୀ,୪।୧୨: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପଶ୍ଚିମ ରାଷ୍ଟ୍ର ଓ ୟୁକ୍ରେନ ଉପରେ ବର୍ଷିଛନ୍ତି। ସେ ଦୃଢ଼ତାର ସହ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri