ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…
ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…